ନିର୍ବାଚନ ପୂର୍ବରୁ ନୟାଗଡ଼ରେ ବୁଲିଲା ଖଣ୍ଡା, ଭୁଜାଲି

ନୟାଗଡ଼,୨୪।୫: ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଛି ନୟାଗଡ଼ ଜିଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ। ଭାପୁର ବ୍ଲକ ଭଗବାନପୁର ଏବଂ ଖଣ୍ଡପଡା ବ୍ଳକ ରାଣିପଡା ପଞ୍ଚାୟତ ବିରିଡ଼ି ଗାଁରେ ଏକ ପ୍ରମୁଖ ରାଜନୈତିକ ଦଳର କର୍ମୀମାନେ ଲୋକଙ୍କୁ ଟଙ୍କା ନିଅ ଭୋଟ ଦିଅ କହି ଖଣ୍ଡା, ଭୁଜାଲି ଓ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରିଛନ୍ତି। ଏପରିକି ଏକ ପ୍ରମୁଖ ଦଳକୁ ଭୋଟ ନ ଦେଲେ ହତ୍ୟା ଉଦ୍ୟମ ସହ ଧମକ ଦିଆଯାଉଥିବା ଅଭିଯୋଗ ହୋଇଛି।

ଏକ ପ୍ରମୁଖ ଦଳର କର୍ମୀଙ୍କ ଆକ୍ରମଣରେ ଅନ୍ୟ ଏକ ଦଳର ୩ଜଣ କର୍ମୀ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ୨ଜଣ କର୍ମୀଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା: ଚୁନା ହୋଇଗଲା କାର

ଧୂଷୁରୀ,୧୬।୧୧,(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକ ନିକଟରେ ଆରଡି-ଭଦ୍ରକ ୩୫ ନମ୍ବର ରାଜ୍ୟ ରାଜପଥରେ...

‘ଫ୍ଲେଶ୍‌’ର ସ୍ରଷ୍ଟା

ହିତ୍ୟ କ୍ଷେତ୍ରରେ ବିଶ୍ୱର ସର୍ବମାନ୍ୟ ନୋବେଲ ପୁରସ୍କାର ପରେ ବୁକର୍‌ ପ୍ରାଇଜ୍‌ର ମର୍ଯ୍ୟାଦା ରହିଛି। ପ୍ରତିବର୍ଷ ଏହି ସମୟକୁ ସାହିତି୍ୟକ ଓ ସାହିତ୍ୟପ୍ରେମୀ ଅନାଇ ବସିଥାଆନ୍ତି...

ବାଜେଲୋକଙ୍କ ଜୟଗାନ

ଚଣ୍ଡ ଘୃଣା ସହ ଅଜସ୍ର ବିରକ୍ତି ସୂଚକ ‘ବାଜେଲୋକ’ର ଏ ଉଚ୍ଚାରଣ ଯେଉଁ ଚରିତ୍ର ପାଇଁ ଅଭିପ୍ରେତ, ତାଙ୍କର ପୁଣି ଜୟଗାନ। ଜଣଙ୍କ ପ୍ରତି ଅତୃପ୍ତି...

ନୂତନ ଭାରତର ସ୍ଥିତି

କିଛିବର୍ଷ ପୂର୍ବେ ନୀତି ଆୟୋଗ କହିଥିଲେ, ଭାରତର ର଼୍ୟାଙ୍କ ସୂଚିତ ହୋଇଥିବା ସମସ୍ତ ଅଣତିରିଶ(ପରବର୍ତ୍ତୀ ସମୟରେ ୩୨ ହୋଇଛି) ବିଶ୍ୱ ସୂଚକାଙ୍କ ପାଇଁ ଗୋଟିଏ ଏକକ,...

ଡିଏସ୍‌ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି

ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍‌ଠାକ୍‌ ଚାଲିନାହିଁ। ଡିଏସ୍‌ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି...

ଜାତୀୟ ପ୍ରେସ୍‌ ଦିବସ: ଭ୍ରମାତ୍ମକ ଖବର ଓ ଗଣମାଧ୍ୟମର ବିଶ୍ୱସନୀୟତା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଗଣମାଧ୍ୟମ ସଦା ଦେଶ ଓ ସମାଜ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ସତ୍ୟର ସନ୍ଧାନ, ନିରପେକ୍ଷ ଖବର ପ୍ରସାରଣ...

ହେଲା କନଫର୍ମ… ଏହିଦିନ ଇସ୍ତଫା ଦେବେ ନୀତୀଶ! ଜାଣନ୍ତୁ କିଏ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ

ପାଟନା,୧୫।୧୧: ବିହାରରେ ନୂଆ ସରକାର ଗଠନ ପ୍ରକ୍ରିୟା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନିର୍ବାଚନ ଫଳାଫଳ ପରେ, ଭାଜପା ଏବଂ ଏନଡିଏ ମେଣ୍ଟ ଏକ ବଡ଼...

ଲାଞ୍ଜିଗଡ଼ର ବିକାଶ ପାଇଁ ଜିଲାପାଳଙ୍କୁ ଭେଟିଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୧୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହରକୁ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ରୂପେ ଘୋଷଣା କରାଯିବା ପାଇଁ ରାଜ୍ୟ ସରକାରଙ୍କୁ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri