Posted inଜାତୀୟ

ନିର୍ବାଚନ ପୂର୍ବରୁ ୟୁନିର୍ଫମ ସିଭିଲ କୋଡ ନେଇ ଭାଜପାକୁ ଘେରିଲା କଂଗ୍ରେସ…

ନୂଆଦିଲ୍ଲୀ,୨୯।୧୦ : ଖୁବ ଶୀଘ୍ର ଗୁଜରାଟ ଏବଂ ପରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। କଂଗ୍ରେସ ଭାଜପାକୁ ଟାର୍ଗେଟ କରିଛି। କଂଗ୍ରେସ ଲଗାତାର ଭାଜପା ଦେଶରେ ବିଭାଜନ, ଘୃଣା ପ୍ରଚାର କରୁଥିବା ଅଭିଯୋଗ ଆଣୁଛି। କଂଗ୍ରେସର ମହାସଚିବ ରଣଦୀପ ସୁର୍ଜେ ୱାଲା କର୍ନାଟକର ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ସରକାରଙ୍କ ଉପରେ ଏକ ବଡ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ କର୍ନାଟକରେ ଲାଞ୍ଚ ଦୁର୍ନୀତି ସାମ୍ନାକୁ ଆସିଛି, ଯେଉଁଥିରେ ବୋମ୍ମାଇ ଦୋଷୀ।
ରାଜ୍ୟରେ କଣ୍ଟ୍ରାକ୍ଟର ଆସୋସିଏଶନ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖି ଅଭିଯୋଗ କରିଛନ୍ତି ଯେ ୧୩ ହଜାର ବିଦ୍ୟାଳୟ କହିଛନ୍ତି ଯେ ଅନୁଦାନ ପାଇଁ କମିଶନ ଦେବାକୁ ପଡିବ। ଧର୍ମ କାର୍ଯ୍ୟରେ, ମଠର କମିଶନ ନିଆଯାଉଛି। ପିଡବ୍ଲ୍ୟୁଡି ଇଞ୍ଜିନିୟର ନିଯୁକ୍ତି, ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତି ଏବଂ ମଧ୍ୟାହ୍ନ ଭୋଜନରେ ଲାଞ୍ଚ ନିଆଯାଇଥିବା ସ୍ପଷ୍ଟ ହୋଇଛି। ବେମ୍ମାଇଙ୍କ ଉଦ୍ଦେଶ୍ୟରେ ସେକହିଛନ୍ତି ମହାଶୟ, ତୁମେ ଧରା ପଡ଼ିଛ। ତୁମେ ଗୋଟିଏ ଦିନ ବି କ୍ଷମତାରେ ରହିବା ଉଚିତ ନୁହେଁ। ଦୋଷୀଙ୍କ ବିରୋଧରେ ଦୁର୍ନୀତି ମାମଲା ଦାଏର କରି ତାଙ୍କୁ ଜେଲକୁ ପଠାନ୍ତୁ।

ୟୁନିଫର୍ମ ସିଭିଲ କୋଡ ନେଇ ସେ ଭାଜପା ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି ଯେ ଗୁଜରାଟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଯେତେବେଳେ ନିର୍ବାଚନ ଅନୁଷ୍ଠିତ ହୁଏ, ଏହା ଭାଜପାର ଏକ ପ୍ରସଙ୍ଗ। ହିନ୍ଦୁ-ମୁସଲମାନ, ଧର୍ମ ଜାତି ଆଦି ଭାଜପା ଷଡଯନ୍ତ୍ରର ଏକ ଅଂଶ। ଦେଶର ଲୋକମାନେ ଭାଜପାର ଏଭଳି ଚେହେରାକୁ ଚିହ୍ନି ଗଲେଣି। ସେମାନେ ଏହାର କଡ଼ା ଜବାବ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?