୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ବିଷଧର ଅହିରାଜକୁ ଦେଖି କୋଟଗଡ଼ ବନ ବିଭାଗକୁ ଜଣାଇଥିଲେ । ବନବିଭାଗ କର୍ମଚାରୀମାନେ ପହଞ୍ଚତ୍ ସାପକୁ ଉଦ୍ଧାର କରି ପିପାଡି ଜଙ୍ଗଲରେ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ ଜିଲାରେ ଖାଲି ପଡ଼ିଛି ୧୦୬ ଡାକ୍ତର ପଦବୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହାନ୍ତି ୨୯ ଡାକ୍ତର

ନୟାଗଡ଼ ଅଫିସ,୧୭।୧୦: ରାଜ୍ୟର ବିଭିନ୍ନ ମେଡିକାଲ୍‌ରେ ମୋ ସରକାର କାର୍ଯ୍ୟକ୍ରମ କିପରି ଭାବେ ତୃଣମୂଳସ୍ତରରେ କାର୍ଯ୍ୟକ୍ଷମ ହେଉଛି ତାହାର ସ୍ଥିତି ପରଖୁଛନ୍ତି ୫-ଟି ସଚିବ ଓ...

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି।...

ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍‌ ଚୋରି...

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅସହାୟ ଶଙ୍ଖାଳି

ଗଣିଆ, ୧୪।୯ (ଡି.ଏନ.ଏ.): ଲଗାଣ ବର୍ଷା ପ୍ରଭାବରେ ନୟାଗଡ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ହରିପୁର ଗ୍ରାମର ଶଙ୍ଖାଳି ବେହେରାଙ୍କ ଏକ ବଖରା ଚାଳଘର...

ଗାଈକୁ ପିଟି ପିଟି ମାରି ମାଂସ ବିକ୍ରି କରୁଥିଲେ: ଜଣଙ୍କୁ ବାନ୍ଧିଲା ହରିଚନ୍ଦନପୁର ପୋଲିସ

କେନ୍ଦୁଝର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଶଗଡ଼ପଟା ପଞ୍ଚାୟତର ଖଡ଼ିବାହାଳୀ ଗ୍ରାମରେ ଏକ ଗାଈକୁ ପିଟି ପିଟି ମାରିଦେଇ ମାଂସ କାଟି ବିକିବା ଅଭିଯୋଗରେ ଜଣେ...

ବର୍ଷାରେ ଧୋଇଲା ସଂଯୋଗୀ ରାସ୍ତା

ବାଲିଆପାଳ,୧୨।୮(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷାରେ ବାଲିଆପାଳ ବ୍ଲକ ବୋଳଙ୍ଗ ପଞ୍ଚାୟତ ଦ୍ୱାରିକା ହାଟକୁ ଯିବା ମୁଖ୍ୟ ରାସ୍ତାର କେନାଲ ପୋଲ ପାଖ ରାସ୍ତା ଧୋଇଯାଇଛି।...

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ...

ହୃଦ୍‌ରୋଗରେ ଆକ୍ରାନ୍ତ କୈକେୟୀ, ଚିକିତ୍ସା ପାଇଁ ଅର୍ଥ ବାଧକ

ଖପା୍ରଖୋଲ, ୨୭ା୧୦(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ଦେବରାଜ ବରିହାଙ୍କ ଝିଅ କୈକେୟୀ (୧୫)। ନବମ ଶ୍ରେଣୀର...

Advertisement
Archives

Model This Week