Posted inଖେଳ

ଅହମଦାବାଦରେ ଖେଳାଯିବ ଆଇପିଏଲ୍‌ ଫାଇନାଲ

ନୂଆଦିଲ୍ଲୀ, ୨୧ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟର-୨ ଏବଂ ଫାଇନାଲ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଯଥାକ୍ରମେ ମେ’ ୨୬ ଓ ୨୮ରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସୂଚନା ଦିଆଯାଇଛି। ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ କ୍ୱାଲିଫାୟର-୧ ଓ ଏଲିମିନେଟର ଯଥାକ୍ରମେ ମେ’ ୨୩ ଓ ୨୪ରେ ଖେଳାଯିବ। ବିସିସିଆଇର ଆପେକ୍ସ କାଉନ୍‌ସିଲ ଚଳିତ ଲିଗ୍‌ର ୪ଟି ବଡ଼ ମ୍ୟାଚର କାର୍ଯ୍ୟସୂଚୀ ଚୂଡ଼ାନ୍ତ କରିଥିଲା। ସୂଚନାଯୋଗ୍ୟ, ଆଇପିଏଲ୍‌ର ୧୬ତମ ସଂସ୍କରଣ ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା...

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri