ଏଆଇ ନିଯୁକ୍ତି: ୭ ବର୍ଷରେ ସୃଷ୍ଟି ହେବ ୧୩.୫କୋଟି ଚାକିରି, ସୁଯୋଗ ପାଇବେ ଭାରତୀୟ ଯୁବପିଢି

ନ୍ୟୁୟର୍କ,୨୦।୭: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)କୁ ନେଇ ବହୁ କଳ୍ପାଜଳ୍ପନା ଲାଗି ରହିଛି। ଏଆଇ ଯୋଗୁ ଅନେକ କ୍ଷେତ୍ରରେ ବହୁ ସଂଖ୍ୟାରେ ଛଟେଇ ହେବାର ଆଶଙ୍କା କରାଯାଉଛି। କୁହାଯାଉଛି କି, ବିଶ୍ୱରେ ୭୫ନିୟୁତ ଲୋକ ଚାକିରି ହରାଇବେ। ବିଶେଷଜ୍ଞଙ୍କ ଅନୁସାରେ ଏଆଇ କେବଳ ଆଇନଜୀବୀ, ଲେଖକ ଏବଂ କଳାକାରଙ୍କୁ ପ୍ରଭାବିତ କରିନାହିଁ ବରଂ ଅନେକ ସେକ୍ଟରରେ ଥିବା କର୍ମଚାରୀଙ୍କୁ ପ୍ରଭାବିତ କରିଛି ଯେଉଁ କମ୍ବାନୀଗୁଡିକ ବୈଷିୟକ ମେସିନ ଦ୍ୱାରା ପରିଚାଳିତ କରାଯାଉଛି।

ତେବେ ଖୁସିର କଥା ଏହା ଯେ, ଆଗାମୀ ଭବିଷ୍ୟତରେ କେବଳ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଟେକ୍ନୋଲୋଜି ଯୋଗୁ ୧୩.୫କୋଟି ନୂଆ ନିଯୁକ୍ତି ସୃଷ୍ଟି ହେବାକୁ ଯାଉଛି। ଦୁନିଆର ଶୀର୍ଷ କମ୍ପାନୀଗୁଡିକ କହିଛନ୍ତି ଯେ, ଆଗକୁ କୃତ୍ରିମ ବୁଦ୍ଧିମତା ପ୍ରଯୁକ୍ତିବିଦ୍ୟାରେ ପାରଦର୍ଶୀ ହୋଇଥିବା ୮.୫କୋଟି ଦକ୍ଷ ଯୁବପିଢି ଖୋଜା ପଡିବେ। ତେବେ ଏହି ସୁଯୋଗର ଫାଇଦା ନେବାକୁ ଯୁବପିଢିମାନେ ବର୍ତ୍ତମାନଠାରୁ ନିଜେ ବୈଷୟିକ ଜ୍ଞାନ ଆହରଣ କରିବା ଉଚିତ୍‌। ଭାରତ ପରି ଦେଶମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ହୋଇପାରେ ଯେଉଁଥିରେ ଯୁବପିଢିଙ୍କ ସଂଖ୍ୟା ବହୁତ ଅଧିକ।

ଆଇବିଏମର ପ୍ରୋଗ୍ରାମ ଡେଭଲପମେଣ୍ଟ ହେଡ ସଞ୍ଜୀବ ମେହେଟ୍ଟା କହିଛନ୍ତି, ୨୦୩୦ ସୁଦ୍ଧା ବୈଷୟିକ ଜ୍ଞାନରେ ପାରଦର୍ଶୀ ଯୁବପିଢିଙ୍କ ଅଭାବ ଦେଖାଦେବ। କୃତ୍ରିମ ବୁଦ୍ଧିମତାର ସଠିକ ରୂପାନ୍ତର ହେଲେ ଦେଶର ଶ୍ରେଷ୍ଠ ୫୦୦କମ୍ପାନୀରେ ୨୫ ରୁ ୩୦ହଜାର ଲୋକ ନିଯୁକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri