ବିରାଟ-ଅନୁଷ୍କାଙ୍କ ପୁଅ ଅକାୟଙ୍କ ଏଆଇ ଫଟୋ ଭାଇରାଲ, ପ୍ରଶଂସକ କହୁଛନ୍ତି ଜୁନିଅର କୋହଲି

ନୂଆଦିଲ୍ଲୀ,୨୩।୨: ଭାରତୀୟ ଖେଳାଳି ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ସେମାନଙ୍କର ଦ୍ୱିତୀୟ ସନ୍ତାନ ଅକାୟଙ୍କୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ସେମାନଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ନୋଟ ଶେୟାର କରି ଅକାୟଙ୍କ ଜନ୍ମ ବିଷୟରେ ସୂଚନା ଦେଇଥିଲେ। ଏହି ଖବର ଆସିବା ପରଠାରୁ ଉଭୟଙ୍କ ପ୍ରଶଂସକମାନେ ବହୁତ ଖୁସି ଅଛନ୍ତି ଏବଂ ଜୁନିଅର କୋହଲିଙ୍କ ଏଆଇ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଜଣେ ଏକ୍ସ ୟୁଜର୍ସ ଅକାୟଙ୍କ ଫଟୋ ଶେୟାର କରି ଲେଖିଥିଲେ, ଆକାୟ କୋହଲିଙ୍କ ଏଆଇ କଳ୍ପିତ ଚିତ୍ର । ଏହି ପୋଷ୍ଟ ୧୩ ହଜାରରୁ ଅଧିକ ଲାଇକ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ଫାରାହ ଖାନ୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ

ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍‌। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri