ଏଇ ଭାରତରେ

ଅମୃତସରର ୧୮ ବର୍ଷୀୟା ରୁହାନି ବର୍ମା ପ୍ଲାଷ୍ଟିକ୍‌ ଓ ଅନ୍ୟ ବର୍ଜ୍ୟର ପୁନଃ ଉପଯୋଗ କରି ଏକ କାର୍ବନ ନେଗେଟିଭ (କାର୍ବନ ନିର୍ଗମନ କମ୍‌ କରିପାରୁଥିବା) ଟଏଲେଟ ନିର୍ମାଣ କରିଛନ୍ତି। ଏଥିରେ ୪,୦୦୦ ବର୍ଜ୍ୟ ପ୍ଲାଷ୍ଟିକ୍‌ ବ୍ୟାଗ୍‌ ଲାଗିଛି। ଏହା ଭାରତର ପ୍ରଥମ କାର୍ବନ ନେଗେଟିଭ ଟଏଲେଟ। ରୁହାନି ସ୍କୁଲରେ ପଢ଼ିବାବେଳେ ପ୍ଲାଷ୍ଟିକ୍‌ ବ୍ୟାଗ୍‌ ସଂଗ୍ରହ କରି ସେଥିରୁ ଲେଗୋ ବ୍ରିକ୍ସ ବା ଇଟା ଓ ଫ୍ଲାଟ୍‌ ସିଟ୍‌ ତିଆରି କରିବା ପାଇଁ ପଠାଉଥିଲେ। ପରେ ସେସବୁକୁ ବ୍ୟବହାର କରି ଏହି ଟଏଲେଟ ନିର୍ମାଣ କରିଛନ୍ତି। ଏହାର ନିର୍ମାଣ ଲାଗି ଆର୍କିଟେକ୍ଟ ସୁଧୀର ରାଓଙ୍କ ସହଯୋଗ ନେଇଛନ୍ତି। ଉକ୍ତ ଟଏଲେଟ ଶତ ପ୍ରତିଶତ ରିସାଇକେଲଯୋଗ୍ୟ। ସେ ଏହାକୁ ଅମୃତସର ବିମାନବନ୍ଦରରେ ସ୍ଥାପନ କରିଛନ୍ତି ଓ ‘ସ୍ବଚ୍ଛ ଶୌଚାଳୟ: ଭାରତର ପ୍ରଥମ ପରିବେଶ ଉପଯୋଗୀ ଟଏଲେଟ’ ବୋଲି ବୋର୍ଡରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri