ଏଇ ଭାରତରେ

୫୦୦ ବର୍ଗଫୁଟର ଅଗଣାରେ ପରିବା ଚାଷ କରି ମାସକୁ ୫,୦୦୦ ଟଙ୍କା ସଞ୍ଚୟ କରିପାରୁଛନ୍ତି କେରଳର ପଦ୍ମା ସୁରେଶ । ସେ ଏହି ଚାଷରେ ପରିବାରର ଆବଶ୍ୟକତା ପୂରଣ କରିବା ସହ ବଳକା ପରିବା ବଜାରରେ ବିକ୍ରି କରୁଛନ୍ତି । ପଦ୍ମାଙ୍କ ବୟସ ଏବେ ୪୮। ସେ ସ୍କୁଲରେ ପଢ଼ିବା ସମୟରେ ତାଙ୍କ ପିତାଙ୍କ ସହ ବହୁ ସମୟ କୃଷିକାର୍ଯ୍ୟରେ କଟାଉଥିଲେ। କୃଷି ପ୍ରତି ପଦ୍ମାଙ୍କ ଆଗ୍ରହ ସେହି ସମୟରୁ ସୃଷ୍ଟି ହୋଇଥିଲା ଓ ବିବାହ ପରେ ସେ ଅଗଣାରେ ଗ୍ରୋ-ବ୍ୟାଗରେ ଚାଷ କରୁଛନ୍ତି। ୨୦୦ ଗ୍ରୋ-ବ୍ୟାଗରେ ସେ ଲଙ୍କା, ଚେରି ଟମାଟୋ, ବିନ୍ସ, କାକୁଡ଼ି, ବାଇଗଣ, ଭେଣ୍ଡି ଓ ଶୀତଦିନେ କୋବି ଆଦି ୨୦ ପ୍ରକାର ପରିବା ଚାଷ କରୁଛନ୍ତି। ଏହି ଚାଷ ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ ହେଉଛି। ପଦ୍ମା ପରିବାର ପାଇଁ କେବଳ ଆଳୁ , ରସୁଣ, ପିଆଜ , ହଳଦୀ କିଣୁଛନ୍ତି। ସେ ପ୍ରତି ରବିବାର ପରିବା ବିକ୍ରି କରି ପାଖାପାଖି ୧୦୦୦ ଟଙ୍କାରୁ ଅଧିକ ରୋଜଗାର କରୁଛନ୍ତି। ଏହି ଚାଷ ପାଇଁ ଜୈବିକ ଖତ ଓ କୀଟନାଶକ କରାଯାଉଛି ଓ ଏସବୁକୁ ପଦ୍ମା ନିଜେ ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?