ଗାଜାରେ ଆକ୍ରମଣ ପାଇଁ ଏଆଇର କରାଯାଉଛି ବ୍ୟବହାର

ଜେରୁଜେଲମ,୨।୧୨: ଇସ୍ରାଏଲ ଏବଂ ପାଲେଷ୍ଟାଇନର ଉଗ୍ରବାଦୀ ସଂଗଠନ ହମାସ ମଧ୍ୟରେ ଚାଲିଥିବା ୬ଦିନିଆ ଅସ୍ତ୍ରବିରତି ସମାପ୍ତ ହେବା ପରେ ଗାଜା ଅଞ୍ଚଳରେ ପୁଣି ଆକ୍ରମଣ ଆରମ୍ଭ ହୋଇଛି। ଦାବି କରାଯାଉଛି ଯେ ଗାଜାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଏପର୍ଯ୍ୟନ୍ତ ୧୪ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ଏହା ସହିତ ଆହୁରି ମଧ୍ୟ ସାମ୍ନାକୁ ଆସିଛି ଯେ ଉଗ୍ରବାଦୀ ସଂଗଠନକୁ ହଟାଇବା ପାଇଁ ଅକ୍ଟୋବର ୭ରେ ଇସ୍ରାଏଲରେ ପ୍ରବେଶ କରିଥିବା ହମାସ ଦ୍ୱାରା ହୋଇଥିବା ନିର୍ଦ୍ଦୟ ଆକ୍ରମଣ ପରେ ଇସ୍ରାଏଲ ସମଗ୍ର ଗାଜା ଷ୍ଟ୍ରିପ ଅଞ୍ଚଳରୁ ଆତଙ୍କବାଦକୁ ହଟାଇବାକୁ ଶପଥ ନେଇଛି।
ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣ ପାଇଁ ଇସ୍ରାଏଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଟେକ୍ନୋଲୋଜିର ସ୍ବତନ୍ତ୍ର ଉପକରଣ ବ୍ୟବହାର କରୁଛି। ସେମାନଙ୍କର ନାମ ହେଉଛି ଗସ୍ପେଲ ଅଲକେମିଷ୍ଟ ଏବଂ ଡେପଥ ଅଫ ଓ୍ବିସଡମ। ଏହି ସିଷ୍ଟମଗୁଡିକ ଲକ୍ଷ୍ୟକୁ ଲକ ଏବଂ ନଷ୍ଟ କରିବା ପାଇଁ ଗାଇଡ କମାଣ୍ଡ ସହିତ ସ୍ବତନ୍ତ୍ର ଭାବରେ ଡିଜାଇନ ଏବଂ ସଜ୍ଜିତ କରାଯାଇଛି। ଗାଜାରେ ହମାସ ସହିତ ଯୁଦ୍ଧରେ ଏହି ଏଆଇ ଉପକରଣଗୁଡ଼ିକ ବହୁଳ ଭାବରେ ବ୍ୟବହୃତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ରେଳ ଷ୍ଟେସନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?