Posted inଜାତୀୟ

ଜୀବନକାଳକୁ ଆକଳନ କରିପାରିବ ଏଆଇ ମଡେଲ

ନୂଆଦିଲ୍ଲୀ,୨୬ା୧୨(ପି.ଟି.): ଗବେଷକମାନେ ଏଭଳି ଏକ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଉପକରଣ ବିକଶିତ କରିଛନ୍ତି, ଯାହା ମାନବର ସ୍ବାସ୍ଥ୍ୟ, ଶିକ୍ଷା, ନିଯୁକ୍ତି ଓ ଆୟ ସମ୍ପର୍କିତ ଇତିହାସ ସମ୍ପର୍କରେ ଜଣାଇଦେବ। ଜଣେ ବ୍ୟକ୍ତିର ସମଗ୍ର ଜୀବନର ସବୁକିଛି ଏହା ପୂର୍ବାନୁମାନ କରିପାରିବ ବୋଲି ଗବେଷକମାନେ ଦାବି କରିଛନ୍ତି। ଚାଟ୍‌ଜିପିଟି ଭଳି ବୃହତ୍‌ ଭାଷା ମଡେଲ (ଏଲ୍‌ଏଲ୍‌ଏମ୍‌)କୁ ଚଳାଉଥିବା ଟ୍ରାନ୍ସଫର୍ମର ମଡେଲ୍କୁ ବ୍ୟବହାର କରି ଉକ୍ତ ଏଆଇ ମଡେଲ ପ୍ରସ୍ତୁତ ହୋଇଛି। ଲାଇଫ୍‌ ୨ଭିଇସି ନାମରେ ଏହି ଉପକରଣକୁ ଡେନ୍‌ମାର୍କର ମୋଟ ଜନସଂଖ୍ୟା ସମ୍ପର୍କିତ ତଥ୍ୟ ଶିକ୍ଷାଦିଆଯାଉଛି। ଏହା ଠିକ୍‌ ଭାବେ ଜଣେ ବ୍ୟକ୍ତିଙ୍କ ଭବିଷ୍ୟତ ବତାଇପାରିବ। ଭବିଷ୍ୟ ଆକଳନ ସମେତ ଭବିଷ୍ୟତର କାର୍ଯ୍ୟ ପାଇଁ ଏହାକୁ ଆଧାର ଭାବେ ବ୍ୟବହାର କରାଯାଇପାରିବ ବୋଲି ଗବେଷକ କହିଛନ୍ତି। ତେବେ ଏହାକୁ ଲୋକଙ୍କ ଜୀବନୀ ଉପରେ ଆକଳନ ପାଇଁ ବ୍ୟବହାର କରାଯିବା ଉଚିତ ନୁହେଁ ବୋଲି ଆମେରିକା ନର୍ଥଇଷ୍ଟର୍ନ ୟୁନିଭର୍ସିଟିର ପ୍ରଫେସର ଟିନା ଏଲିଆସି ରେଡ୍‌ କହିଛନ୍ତି। କାରଣ ଏକ ନିର୍ଦ୍ଦିଷ୍ଟ ଜନସଂଖ୍ୟାର ନିର୍ଦ୍ଦିଷ୍ଟ ତଥ୍ୟ ଆଧାରରେ ଉକ୍ତ ମଡେଲ ପୂର୍ବାନୁମାନ କରୁଛି, ଯାହା ସମସ୍ତଙ୍କ ପାଇଁ ପ୍ରଯୁଜ୍ୟ ହୋଇ ନ ପାରେ। ଉକ୍ତ ଉପକରଣ ନିର୍ମାଣ ପ୍ରକ୍ରିୟାରେ ସାମାଜିକ ବିଜ୍ଞାନୀଙ୍କୁ ସାମିଲ କରାଗଲେ ଏହା ଅଧିକ ମାନବକୈନ୍ଦ୍ରିକ ହୋଇପାରନ୍ତା ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri