ଏଆଇ ଭବିଷ୍ୟବାଣୀ: ୨୦୨୪ରେ ବିଶ୍ୱର ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧରୁ ହେବ ତୃତୀୟ ବିଶ୍ୱଯୁଦ୍ଧ, ମରିବେ ୨ କୋଟିରୁ ଅଧିକ…

ଲଣ୍ଡନ,୨୫।୧ : ଯଦି ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହୁଏ ତେବେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ବିଶ୍ୱରେ କ’ଣ ହୋଇପାରେ, ଏହାର ଭୟାବହତା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପ୍ରକାଶ କରିଛି। ଏଆଇ ଏକ ଆଶ୍ଚର୍ଯ୍ୟଜନକ ହାଇପୋଥେଟିକାଲ ଭବିଷ୍ୟବାଣୀର ଏକ ସେଟ ପ୍ରସ୍ତୁତ କରି ଚେତାବନୀ ଦେଇଛି ଯଦି ଚଳିତ ବର୍ଷ ଯୁଦ୍ଧ ଆରମ୍ଭ ହୁଏ ତେବେ ଏହା ଦ୍ୱାରା ଆଣବିକ ଆକ୍ରମଣ, ଆର୍କଟିକରେ ଲଢ଼େଇ ଏବଂ ୨ କୋଟିରୁ ଅଧିକ ଲୋକଙ୍କ ଦୁଃଖଦ ମୃତ୍ୟୁ ଆଣିପାରେ। ଏହି ସମସ୍ତ ଭବିଷ୍ୟବାଣୀ ବିଷୟରେ ସବୁଠାରୁ ଚିନ୍ତାଜନକ ବିଷୟ ହେଉଛି, ଏଆଇ ଅନୁଯାୟୀ, ଏହି ବିବାଦରେ ସମ୍ଭାବ୍ୟ ମୃତ୍ୟୁ ସଂଖ୍ୟା ବହୁତ ଅଧିକ ହୋଇପାରେ।

ଦ ସନ ଏହି ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଅର୍ଥାତ ୨୦୨୪ ବର୍ଷ ପାଇଁ ଚାଟ ଜିପିଟି ଚେତାବନୀ ଦେଇଛି ଏପରି ସ୍ଥିତି ହେବ ଯାହା ଦ୍ୱାରା ରୁଷିଆ ଏବଂ ଆମେରିକା ମଧ୍ୟରେ ହଠାତ ଉତ୍ତେଜନା ବୃଦ୍ଧି ପାଇବ। ଏହା କୂଟନୈତିକ ବିଫଳତା, ସାଇବର ଆକ୍ରମଣ ଏବଂ ଅଭିଯୋଗର ଏକ ଶୃଙ୍ଖଳା ହେବ, ଯାହା ପରେ ପୂର୍ବ ୟୁରୋପ ଏବଂ ଆର୍କଟିକ ଅଞ୍ଚଳ ମଧ୍ୟରେ ସଂଘର୍ଷ ଆରମ୍ଭ ହେବ ଏବଂ ଏହି ସମୟରେ ଉଭୟ ରୁଷିଆ ଏବଂ ଆମେରିକା ସେମାନଙ୍କର ସାମରିକ ବାହିନୀକୁ ଏକତ୍ର କରିବେ। ଏହା ପରେ, ୨୦୨୫ମସିହାରେ ଯୁଦ୍ଧ ଆହୁରି ବୃଦ୍ଧି ପାଇବ, ଅର୍ଥାତ ବିବାଦ ବଢ଼ିବ। ଯେଉଁଥିରେ ନାଟୋ ସହଯୋଗୀ ଏବଂ ରୁଷିଆ ସହଯୋଗୀ ଦେଶ ଅନ୍ତର୍ଭୁକ୍ତ ହେବେ। ଏହା ପରେ ସାଇବର ଆକ୍ରମଣ ତୀବ୍ର ହେବ ଏବଂ ସଂଘର୍ଷ ଯୋଗୁଁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri