ଓଡ଼ିଶାରେ ଆବାସ ଯୋଜନାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ AI ବ୍ୟବହାର କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୧୦।୮: ଓଡ଼ିଶା ସରକାର ଶୀଘ୍ର ଗୃହ ଯୋଜନାରେ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇଁ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (AI) ବ୍ୟବହାର କରିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର କହିଛନ୍ତି।

ଏହି ପଦକ୍ଷେପ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଭଳି ଯୋଜନାଗୁଡ଼ିକରେ ଗୃହ ନିର୍ମାଣ ପ୍ରକଳ୍ପ ନିରୀକ୍ଷଣ ପ୍ରକ୍ରିୟାକୁ ସରଳ ଓ ସୁଗମ କରିବାକୁ ଲକ୍ଷ୍ୟ ରଖିଛି। ଯେଉଁମାନେ ପୂର୍ବରୁ ପକ୍କା ଘର କିମ୍ବା ଅନ୍ୟ ଗୃହ ଓ ଅନ୍ତ୍ୟୋଦୟ ଯୋଜନାର ସୁବିଧା ପାଇ ମଧ୍ୟ ଗୃହ ସୁବିଧା ନେଇଛନ୍ତି, ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, “ଅନିୟମିତତା ଚିହ୍ନଟ ପାଇଁ AI ବ୍ୟବହାର ପ୍ରକ୍ରିୟା ଆରମ୍ଭ ହୋଇଛି। ସହାୟତା ପାଇ ଗୃହ ନିର୍ମାଣ ନକରିଥିବା ଘଟଣା ଅତି କମ୍‌, କିନ୍ତୁ ଆମେ ତୀକ୍ଷ୍ଣ ନଜର ରଖିଛୁ।” ଅଧିକାରୀମାନଙ୍କୁ ଗୃହ ନିର୍ମାଣ ନିର୍ଦ୍ଧାରିତ ସମୟରେ ସମାପ୍ତ କରିବା ଏବଂ ଅନିୟମିତତା ଥିବା ସ୍ଥଳେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ଗଞ୍ଜାମ ବ୍ଲକରେ ସିଡିଓଙ୍କ ସମୀକ୍ଷା, ସ୍ଥାନାନ୍ତର ପାଇଁ ପ୍ରଶାସନର ପ୍ରସ୍ତୁତି

ଗଞ୍ଜାମ,୧୭।୧୧ (ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’କୁ ନେଇ ସଜାଗ ହୋଇଉଠିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ବାତ୍ୟାର ମୁକାବିଲା ଓ ଜନସାଧାରଣଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ…

ବର୍ଷେ ପରେ ବି ମା’ଙ୍କ ଆଖିରୁ ଶୁଖୁନି ଲୁହ, ନ୍ୟାୟ ଅପେକ୍ଷାରେ ଶେଫାଳି, ଏପଟେ ଶାଶୁଙ୍କୁ ଦେଖିବାକୁ ମେଡିକାଲ ଗଲେନି ବୋହୂ

ଟିଟିଲାଗଡ଼,୧୭।୧୧: ବହୁ ଚର୍ଚ୍ଚିତ ହ୍ୟୁମାନଙ୍କ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ବର୍ଷେ ପୂରିଛି। ହେଲେ ଏଯାଏଁ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇନଥିବା ବେଳେ ପରିବାରକୁ ମିଳିନାହିଁ ନ୍ୟାୟ। ପୁଅକୁ…

ପ୍ରଶଂସକଙ୍କୁ ବଡ଼ ଝଟ୍‌କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ…

ଜାତୀୟ ଟାଇକୋଣ୍ଡା ପ୍ରତିଯୋଗିତାରେ ବ୍ରହ୍ମପୁର ଝିଅ ସିଦ୍ଧିକୃଷ୍ଣାଙ୍କ କମାଲ, ହାସଲ କଲେ ୩ଟି ପଦକ

ଛତ୍ରପୁର, ୧୬।୧୧ (ଦିଲୀପ ସାମଲ): ଜାତୀୟ ସ୍ତରୀୟ ଟାଇକୋଣ୍ଡା ପ୍ରତିଯୋଗିତାରେ ନିଜର ଅସାଧାରଣ କ୍ରୀଡ଼ା ପ୍ରତିଭା ପ୍ରଦର୍ଶନ କରି ବ୍ରହ୍ମପୁର ସମେତ ସମଗ୍ର ଗଞ୍ଜାମ ଜିଲା ପାଇଁ…

ଅର୍ଣ୍ଣବ ପରେ ଅକ୍ୱାନ ଭୟ, ଅଧା ପାଚିଲା ଧାନ କାଟି ନେଉଛନ୍ତି ଚାଷୀ

ଗଞ୍ଜାମ, ୧୭।୧୧(ବିଦ୍ୟାଧର ସାହୁ): ଅର୍ଣ୍ଣବ ବାତ୍ୟାର କ୍ଷୟକ୍ଷତି ଭରଣା ହୋଇନଥିବା ବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ବାତ୍ୟା…

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା…

ଡେବ୍ରିଗଡ଼ରେ ଠାବ ମହାବଳ ବାଘର ମଳିଲା ପରିଚୟ, ବୟସ ସ୍ପଷ୍ଟ କଲା ଏନଟିସିଏ

ସମ୍ବଲପୁର,୧୭।୧୧(ପ୍ରମୋଦ ବହିଦାର): ଓଡ଼ିଶାର ଡେବ୍ରିଗଡ଼ ଅଭୟାରଣ୍ୟରେ ଗତ ନଭେମ୍ବର ୯ ତାରିଖରେ ପ୍ରଥମ ଥର ପାଇଁ ଠାବ ହୋଇଥିବା ଅଣ୍ଡିରା ବାଘର ପରିଚୟ ଓ ବୟସ ଜାତୀୟ…

ବଡ଼ ବିପଦରୁ ବର୍ତ୍ତିଲା ପଣ୍ୟବାହୀ ଜାହାଜ: ପାରାଦୀପ ବନ୍ଦର ପକ୍ଷରୁ ତତ୍କାଳ ପଦକ୍ଷେପ

ପାରାଦୀପ,୧୭।୧୧(ଶରତ ରାଉତ): ଅଶାନ୍ତ ସମୁଦ୍ରରେ ଭୟଙ୍କର ବିପଦର ସମ୍ମୁଖୀନ ହୋଇଥିବା ଏକ ବୃହତ୍‌ ପଣ୍ୟବାହୀ ଜାହାଜକୁ ସୁରକ୍ଷିତ ଉଦ୍ଧାର କରିଛି ପାରାଦୀପ ବନ୍ଦର। ବନ୍ଦର କର୍ତ୍ତୃପକ୍ଷଙ୍କ ତ୍ୱରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?