Posted inଜାତୀୟ

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍‌କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ ବହିଷ୍କୃତ କରାଯାଇଛି। ଦଳ ପକ୍ଷରୁ ଜାରି ବିବୃତ୍ତିରେ ଏଆଇଏଡିଏମକେ ପାର୍ଟି କ୍ୟାଡରଙ୍କ ସହ ଶଶିକଳାଙ୍କ ଫୋନ କଥାବାର୍ତ୍ତାକୁ ‘ଡ୍ରାମା’ ବୋଲି କହିଛି। ଏଥିରେ କୁହାଯାଇଛି ଯେ, ଗୋଟିଏ ପରିବାରର ଇଚ୍ଛା ପାଇଁ ଦଳ ନିଜକୁ କେବେ ବି ନଷ୍ଟ କରିବ ନାହିଁ। ଶଶିକଳାଙ୍କ ସହ କଥା ହୋଇଥିବା ପ୍ରତ୍ୟେକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦଳ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୫ ବର୍ଷ ହେବ ଏଠାରେ ଚାଲିଛି ଅଖଣ୍ଡ ରାମନାମ ସଂକୀର୍ତ୍ତନ

ରାମ ମନ୍ଦିର ନିର୍ମାଣ ପାଇଁ ଅନେକ ସନ୍ଥ ଏବଂ ପୁରୁଷଙ୍କ ଯୋଗଦାନ ରହିଛି। ରାମ ମନ୍ଦିର ନିର୍ମାଣର ଶୁଭ ସମୟରେ ସେମାନଙ୍କ ଅବଦାନକୁ ମନେ ପକାିବା...

ପୁଲଓ୍ବାମା ଏନ୍‌କାଉଣ୍ଟରରେ ଜଣେ ଯବାନ ଶହୀଦ, ଜଣେ ଆତଙ୍କବାଦୀ ନିହତ

ପୁଲଓ୍ବାମା,୭।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ...

ତୃଣମୂଳରେ ଫାଟ ଆଶଙ୍କା: କ୍ୟାବିନେଟ୍‌ ବୈଠକରେ ଯୋଗ ଦେଲେନି ମନ୍ତ୍ରୀ ଶୁଭେନ୍ଦୁ

କୋଲକାତା,୧୨।୧୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରରେ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତ ପରେ ମମତାଙ୍କ...

ଖାନ ମାର୍କେଟରୁ ଜବତ ହେଲା ୧୦୦ରୁ ଅଧିକ କନସେନଟ୍ରେଟର୍ସ

ନୂଆଦିଲ୍ଲୀ,୭।୫: ଗୁରୁତର କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସାରେ ବ୍ୟବହୃତ ହେଉଥିବା କନସେନଟ୍ରେଟର୍ସର କଳାବଜାର ହେଉଛି। ଦିଲ୍ଲୀର ଜଣାଶୁଣା ଖାନ ମାର୍କେଟର ଦୁଇଟି ଦୋକାନରୁ ଶୁକ୍ରବାର ୧୦୦ରୁ ଅଧିକ...

ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଜରୁରୀ: ମୋଦି

ବେଙ୍ଗାଲୁରୁ, ୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଭାରତୀୟ ବିଜ୍ଞାନ କଂଗ୍ରେସର ୧୦୭ତମ ସମ୍ମିଳନୀରେ ଯୋଗଦେଇ...

ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ…

ନୂଆଦିଲ୍ଲୀ,୨୯।୮: ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ। ଏହା ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ। ସଂସ୍କୃତ ଜ୍ଞାନର ପରିସୀମା ବୃଦ୍ଧି କରି...

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର...

ଶୁଭେନ୍ଦୁ ଅଧିକାରୀଙ୍କ ବଢିଲା ଅଡୁଆ

କୋଲକତା,୯।୭: ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଭାରତୀୟ ଜନତା ପାର୍ଟିର ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ କୋଣ୍ଟାଇ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଛି। ଶୁଭେନ୍ଦୁଙ୍କ ପୂର୍ବତନ...

Advertisement


Archives

Model This Week