Posted inଜାତୀୟ

ୟୁସିସି ନେଇ ପଛଘୁଞ୍ଚା ଦେଲା ଏଆଇଏଡିଏମକେ…

ଚେନ୍ନାଇ,୫।୭ : ଦେଶରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ଲାଗୁ କରିବା ଭାଜପା ପାଇଁ ସହଜ ହେବ ନାହିଁ। ବିରୋଧୀମାନେ ବିରୋଧ କରୁଛନ୍ତି କିନ୍ତୁ ବର୍ତ୍ତମାନ ତାମିଲନାଡୁରେ ଭାଜପାର ମୁଖ୍ୟ ସହଯୋଗୀ ଏଆଇଏଡିଏମକେ ଏନେଇ ପଛଘୁଞ୍ଚା ଦେଇ ଭାଜପାର ହାତ ଛାଡ଼ିଛି।

ୟୁନିଫର୍ମ ସିଭିଲ କୋଡ ପାଇଁ ସମ୍ବିଧାନରେ କୌଣସି ସଂଶୋଧନ ନ କରିବାକୁ ଏଆଇଏଡିଏମକେ ଭାରତ ସରକାରଙ୍କୁ ଅନୁରୋଧ କରିଛି। ଏହି ଆଇନ ଭାରତର ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ଅଧିକାର ଉପରେ ପ୍ରତିକୂଳ ପ୍ରଭାବ ପକାଇବ ବୋଲି ଏଆଇଏଡିଏମକେ କହିଛି।

ୟୁସିସିକୁ ବିରୋଧ କରୁଥିବା ଜାତୀୟ ପିପୁଲ୍ସ ପାର୍ଟି ପରେ ଏଆଇଏଡିଏମକେ ହେଉଛି ଭାଜପାର ଦ୍ୱିତୀୟ ପ୍ରମୁଖ ସହଯୋଗୀ। ଏଥିସହ ଏଆଇଏଡିଏମକେ କିପରି ଏହାର ପ୍ରମୁଖ ସହଯୋଗୀଙ୍କୁ ମନାଇବାରେ ସକ୍ଷମ ହେଉଛି ତାହା ଦେଖିବାକୁ ପଡ଼ିବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏହାପୂର୍ବରୁ ନାଗାଲାଣ୍ଡରେ ଭାଜପାର ଅନ୍ୟ ସହଯୋଗୀ ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି (ଏନଡିପିପି) ୟୁନିଫର୍ମ ସିଭିଲ କୋଡ ଲାଗୁ କରିବାକୁ ଆପତ୍ତି ଜଣାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?