ଭୁବନେଶ୍ୱର,୫।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆରିଆନ୍ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଏଆଇଇଟି) ଭୁବନେଶ୍ୱର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ସହ ଦିନିକିଆ କର୍ମଶାଳା (ଆଲୋଚନା ଚକ୍ର)ର ଆୟୋଜନ କରାଯାଇଥିଲା। ଉକ୍ତ ଆଲୋଚନାଚକ୍ରରେ ଓଡ଼ିଶା ପରିବେଶ ସମିତିର ଅଧ୍ୟକ୍ଷ ଡ.ସୁନ୍ଦର ନାରାୟଣ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦାନ କରି ଛାତ୍ରୀଛାତ୍ରମାନଙ୍କୁ ପରିବେଶ ପ୍ରଦୂଷଣ ଜନିତ ସମସ୍ୟା ଓ ଏହାର ସମାଧାନର ସୂତ୍ର ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଏଆଇଇଟିର ଚେୟାରମ୍ୟାନ ଡ. ମଧୁମିତା ପରିଡ଼ା ଓ ନିର୍ଦ୍ଦେଶିକା ପ୍ରଫେସର ସସ୍ମିତା ପରିଡ଼ା ପ୍ରଦୂଷଣମୁକ୍ତ ସମାଜ ଗଠନ ନିମିତ୍ତ ଛାତ୍ରୀଛାତ୍ରମାନଙ୍କୁ ଆହ୍ବାନ ଦେଇଥିଲେ। ଅପରପକ୍ଷରେ ଏଆଇଇଟିର ଅଧ୍ୟକ୍ଷ ପ୍ରଫେସର ଡ. ବିମଳ ଷଡ଼ଙ୍ଗୀ ସ୍ବାଗତ ଅଭିଭାଷଣ ସହ ପ୍ରଦୂଷଣ ନିୟନ୍ତ୍ରଣ ନିମିତ୍ତ ଇଞ୍ଜିନିୟରିଂ କୌଶଳର ପ୍ରୟୋଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଉଲ୍ଲେଖଯୋଗ୍ୟ, ଡ. ଅମୀୟ କୁମାର ସାହୁ ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା
ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…
ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା
ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…
ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ
ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…
ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…
ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ
ଓ୍ବାଶିଂଟନ୍,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…
Archives

