Posted inଜାତୀୟ

ବାୟୁସେନାରେ ବାହାରିଲା ଚାକିରୀ, ୩୦୪ ପଦରେ ହେବ ଭର୍ତ୍ତି

ନୂଆଦିଲ୍ଲୀ, ୩।୬: ଇଣ୍ଡିଆନ୍‌ ଏୟାର ଫୋର୍ସ ବା ଭାରତୀୟ ବାୟୁସେନାରେ ଟେକ୍ନିକାଲ ଏବଂ ନନ୍‌-ଟେକ୍ନିକାଲ ପଦରେ ଭର୍ତ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ଏବଂ ଇଚ୍ଛୁକ ପ୍ରାର୍ଥୀ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆବେଦନ କରିପାରିବେ। ବାୟୁସେନାର ଏହି ବିଜ୍ଞପ୍ତିରେ ତିନି ବ୍ରାଞ୍ଚ- ଫ୍ଲାଇଂ, ଗ୍ରାଉଣ୍ଡ୍‌ ଡ୍ୟୁଟି (ଟେକ୍ନିକାଲ୍‌), ଗ୍ରାଉଣ୍ଡ ଡ୍ୟୁଟି (ନନ୍‌ ଟେକ୍ନିକାଲ)ରେ ଖାଲି ଥିବା ପଦ ପାଇଁ ଭର୍ତ୍ତି ହେବ। ଏଥିପାଇଁ ମେ ୩୦ ତାରଖରୁ ଆବେଦନ ଆରମ୍ଭ ହୋଇଥିବା ବେଳେ ଆଶାୟୀ ଜୁନ୍‌ ୨୮ ତାରିଖ ମଧ୍ୟରେ ଫର୍ମ ପକାଇ ପାରିବେ। ବାୟୁସେନାର ଏହି ଭର୍ତ୍ତି ପାଇଁ ୩୦୪ ଜଣଙ୍କୁ ଚୟନ କରାଯିବ।

ଖାଲି ପଦବୀ:

ଟେକ୍ନିକାଲ୍‌ :
ଏଏଫ୍‌ସିଏଟି(ଫ୍ଲାଇଂ)-୨୯ ପୋଷ୍ଟ
ଏଏଫ୍‌ସିଏଟି ଗ୍ରାଉଣ୍ଡ୍‌ ଡ୍ୟୁଟି ଟେକ୍ନିକାଲ-୧୫୬ ପୋଷ୍ଟ
ଏରୋନେଟିକାଲ ଇଞ୍ଜିନିୟରିଂ ଇଲେକ୍ଟ୍ରିକାଲ୍ସ (ଏଲ)-୧୧୧ ପଦ
ଏରୋନେଟିକାଲ ଇଞ୍ଜିନିୟରିଂ ଇଲେକ୍ଟ୍ରିକାଲ୍ସ (ଏମ୍‌)-୪୫ ପଦ
ନନ୍‌ ଟେକ୍ନିକାଲ :
ପ୍ରଶାସନିକ ପଦ-୫୪
ଲଜିଷ୍ଟିକ୍‌ ପଦ -୧୭
ଆକାଉଣ୍ଟ୍‌-୧୨ ପୋଷ୍ଟ
ଗ୍ରାଉଣ୍ଡ୍‌ ଡ୍ୟୁଟି ଟେକ୍‌ନିକାଲ ୯ ପୋଷ୍ଟ
ଗ୍ରାଉଣ୍ଡ ଡ୍ୟୁଟି ନନ୍‌ ଟେକ୍ନିକାଲ-୧୭ ପୋଷ୍ଟ
ମେଟ୍ରୋଲୋଜି- ୧୦ ପୋଷ୍ଟ

ଶିକ୍ଷାଗତ ଯୋଗ୍ୟତା:

ଫ୍ଲାଇଙ୍ଗ୍‌  –

ପଦାର୍ଥ ବିଜ୍ଞାନ ଏବଂ ଗଣିତରେ ସର୍ବନିମ୍ନ ୫୦% ମାର୍କ ସହିତ ଦ୍ୱାଦଶ ପାଶ

ଏହା ବ୍ୟତୀତ, ସର୍ବନିମ୍ନ ୬୦% ମାର୍କ ସହିତ ସ୍ନାତକ ଡିଗ୍ରୀ

ଗ୍ରାଉଣ୍ଡ ଡ୍ୟୁଟି (ଟେକ୍ନିକାଲ୍) –

ପଦାର୍ଥ ବିଜ୍ଞାନ ଏବଂ ଗଣିତରେ ସର୍ବନିମ୍ନ ୫୦% ମାର୍କ ସହିତ ଦ୍ୱାଦଶ ପାଶ

ଏହା ବ୍ୟତୀତ, ସେମାନେ AICTE ସ୍ୱୀକୃତିପ୍ରାପ୍ତ ଅନୁଷ୍ଠାନଗୁଡ଼ିକରୁ ସର୍ବନିମ୍ନ ୬୦% ମାର୍କ ସହିତ ସ୍ନାତକ (B.Tech) ଡିଗ୍ରୀ

ଗ୍ରାଉଣ୍ଡ ଡ୍ୟୁଟି (ନନ୍ ଟେକ୍ନିକାଲ୍) –

UGC ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସର୍ବନିମ୍ନ ୬୦% ମାର୍କ ସହିତ ସ୍ନାତକ ଡିଗ୍ରୀ

ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

ସର୍ବନିମ୍ନ ବୟସ – ୨୦ ବର୍ଷ

ସର୍ବାଧିକ ବୟସ – ୨୪/୨୬ ବର୍ଷ

ଚୟନ ପ୍ରକ୍ରିୟା:

ମେଡିକାଲ୍ ଟେଷ୍ଟ୍

ଡକ୍ୟୁମେଣ୍ଟ୍ ଯାଞ୍ଚ

ଲିଖିତ ପରୀକ୍ଷା

ସାକ୍ଷାତକାର

ଆବେଦନ ଶୁଳ୍କ:

ସମସ୍ତ ବର୍ଗ – ୫୫୦

ଏନ୍‌ସିସି ବର୍ଗ – ଦେୟ ମୁକ୍ତ

 

ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୩୦ ମେ ୨୦୨୪

ଅନ୍‌ଲାଇନ୍ ଆବେଦନ ଶେଷ – ୨୮ ଜୁନ୍ ୨୦୨୪

ଅନ୍‌ଲାଇନ୍ ପରୀକ୍ଷା – ୦୯, ୧୦, ୧୧ ଅଗଷ୍ଟ ୨୦୨୪


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri