ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଧୀରେ ଧୀରରେ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହ ଟିକାକରଣ ମଧ୍ୟ ଜାରି ରହିଛି। ଅନ୍ୟପଟେ ତୃତୀୟ ଲହରର ଆସିବାର ସମ୍ଭାବନା ଥିବାରୁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ତୃତୀୟ ଲହରରେ ପିଲାଙ୍କ ପ୍ରତି ଅଧିକ ଭୟ ଥିବାରୁ ସରକାର ସେମାନଙ୍କ ଟିକାକରଣ ପ୍ରତି ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କ୍ଲିନିକାଲ ଟ୍ରାଏଲ ମଧ୍ୟ ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ବର୍ଷ ଓ ୨ରୁ ୬ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନର କ୍ଲିନିକାଲ ଟ୍ରାଏଲ କରାଯିବ। ଏଥିପାଇଁ ମଙ୍ଗଳବାରଠାରୁ ୬ରୁ ୧୨ବର୍ଷ ଓ ୨ରୁ ୬ ବର୍ଷ ପିଲାଙ୍କ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୧୨ରୁ ୧୮ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ ପରୀକ୍ଷା କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି ଆକାଉଣ୍ଟ୍‌ ହ୍ୟାକ୍‌, ୨ ଦିନରେ ୩ ସରକାରୀ ଆକାଉଣ୍ଟ୍‌ …

ନୂଆଦିଲ୍ଲୀ, ୧୦।୪ : ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି)ଙ୍କର ଅଫିସିଆଲ୍‌ ଟୁଇଟର ଆକାଉଣ୍ଟ୍‌ ରବିବାର ହ୍ୟାକ୍‌ କରାଯାଇଛି। ଗତ ୨ ଦିନ ମଧ୍ୟରେ ଏହାକୁ ମିଶାଇ ୩...

୧୦୨ ମ୍ୟୁନିସିପାଲିଟି ଆସନ ଦଖଲ କଲା ଟିଏମ୍‌ସି

କୋଲକାତା,୨।୩ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିପୁଳ ବିଜୟର ୧୦ ମାସ ପରେ ଅନୁଷ୍ଠିତ ହୋଇଥିବା ପୌର ନିର୍ବାଚନର ଫଳାଫଳ...

ଜୁଲାଇ ୪ରେ କୋର୍ଟରେ ହାଜର ହେବେ କଙ୍ଗନା

ମୁମ୍ବାଇ,୨୮ ।୬: ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ପ୍ରାୟ ସବୁ ବିଷୟକୁ ନେଇ ନିଜର ବୟାନ ଦେଇଥାଆନ୍ତି...

ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା...

ଘୋଷଣାପତ୍ରରେ ଭାଜପା କହିଲା ଶାସନକୁ ଆସିଲେ କମିବ ଦିଲ୍ଲୀର ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁଦଳ ଭୋଟରଙ୍କୁ ଆକର୍ଷିତ କରିବାକୁ ବହୁ ଘୋଷଣା କରିବା ଆରମ୍ଭ କରିଛନ୍ତି। ଶୁକ୍ରବାର ଭାରତୀୟ ଜନତା...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧୫

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ ଥମିବାର ନାଁ ନେଉନି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଏବେ ୧୮୮ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ...

ଫୋନ ପାସଓ୍ବାର୍ଡ ନ ଦେବାରୁ ସାଙ୍ଗକୁ ହତ୍ୟା

ନୂଆଦିଲ୍ଲୀ,୨୯।୪ : ଫୋନ ପାସଓ୍ବାର୍ଡ ଦେବାକୁ ମନା କରି ଦେବାରୁ ଜଣେ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କୁ ପାର୍କରେ ବେକ ଚିପି ହତ୍ୟା କରିଛି ସାଙ୍ଗ। ଦିଲ୍ଲୀର...

ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେପକାଇଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୪।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେ ପକାଇଛନ୍ତି। ଭାରତୀୟ ସେନାରେ କାମ କରୁଥିବା ବେଳେ ସେ ଜଣେ...

Advertisement
Archives

Model This Week