Posted inଜାତୀୟ

ଏମ୍ସ ଡାକ୍ତରଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୨ା୭(ପି.ଟି.): ଦିଲ୍ଲୀ ଏମ୍ସର ଜଣେ ୨୫ ବର୍ଷୀୟ ଜୁନିୟର ଡାକ୍ତର ରହୁଥିବା ହଷ୍ଟେଲର ଦଶମ ମହଲାରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଅନୁରାଗ କୁମାର ନାମକ ଏହି ଜୁନିୟର ଡାକ୍ତର ମାନସିକ ଚିକିତ୍ସା ବିଭାଗରେ ପିଜି କରୁଥିଲେ। ତେବେ ସେ ୮ ମାସ ହେଲା ମାନସିକ ବିଷାଦ ମଧ୍ୟରେ ରହିଥିଲେ ବୋଲି କୁହାଯାଉଛି। ଡାକ୍ତରମାନେ ରହୁଥିବା ହଷ୍ଟେଲର ଦଶମ ମହଲାରୁ ଡେଇଁପଡିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ଆଶୁ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଡିସିପି ଅତୁଲ କୁମାର ଠାକୁର କହିଛନ୍ତି। ସେ ତାଙ୍କ ମାନସିକ ଅବସାଦ ସମ୍ପର୍କରେ ଜୁନ୍‌ ୨୧ରେ ନିଜ ବ୍ଲଗ୍‌ରେ ଲେଖି ଶେୟାର କରିଥିଲେ। ଫେବୃୟାରୀଠାରୁ ତାଙ୍କ ମନରେ ଆତ୍ମହତ୍ୟା ପ୍ରବଣତା ସୃଷ୍ଟି ହୋଇଥିଲା ଓ ସେ ବିକଳ୍ପ ସନ୍ଧାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri