Posted inଜାତୀୟ

ଏମ୍ସ ଡାକ୍ତରଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୨ା୭(ପି.ଟି.): ଦିଲ୍ଲୀ ଏମ୍ସର ଜଣେ ୨୫ ବର୍ଷୀୟ ଜୁନିୟର ଡାକ୍ତର ରହୁଥିବା ହଷ୍ଟେଲର ଦଶମ ମହଲାରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଅନୁରାଗ କୁମାର ନାମକ ଏହି ଜୁନିୟର ଡାକ୍ତର ମାନସିକ ଚିକିତ୍ସା ବିଭାଗରେ ପିଜି କରୁଥିଲେ। ତେବେ ସେ ୮ ମାସ ହେଲା ମାନସିକ ବିଷାଦ ମଧ୍ୟରେ ରହିଥିଲେ ବୋଲି କୁହାଯାଉଛି। ଡାକ୍ତରମାନେ ରହୁଥିବା ହଷ୍ଟେଲର ଦଶମ ମହଲାରୁ ଡେଇଁପଡିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ଆଶୁ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଡିସିପି ଅତୁଲ କୁମାର ଠାକୁର କହିଛନ୍ତି। ସେ ତାଙ୍କ ମାନସିକ ଅବସାଦ ସମ୍ପର୍କରେ ଜୁନ୍‌ ୨୧ରେ ନିଜ ବ୍ଲଗ୍‌ରେ ଲେଖି ଶେୟାର କରିଥିଲେ। ଫେବୃୟାରୀଠାରୁ ତାଙ୍କ ମନରେ ଆତ୍ମହତ୍ୟା ପ୍ରବଣତା ସୃଷ୍ଟି ହୋଇଥିଲା ଓ ସେ ବିକଳ୍ପ ସନ୍ଧାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri