ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦ ରୋଗୀଙ୍କୁ ଡାକ୍ତର ଦେଖିପାରିବେ। ଏହାପରେ ରୋଗୀ ସଂଖ୍ୟା ଆହୁରି ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା...

ଗଁଦିଆ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୨୦ା୮-ଲଗାଣ ବର୍ଷାରେ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥକା ପଞ୍ଚାୟତର କୁଆଁରିଆ ଛକଠାରୁ ଟୋଲକଲୁଣ୍ଡି ଦେଇ ଧର୍ମଶାଳା ବ୍ଲକ ତୁରଙ୍ଗ ଗ୍ରାମକୁ ସଂଯୋଗ...

ସୁସ୍ଥ ହେଲେ ୯୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୩ : ରାଜ୍ୟରେ ଶୁକ୍ରବାର ୯୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି...

ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ

କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ।...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ।...

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି...

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା...

୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement
Archives

Model This Week