ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦ ରୋଗୀଙ୍କୁ ଡାକ୍ତର ଦେଖିପାରିବେ। ଏହାପରେ ରୋଗୀ ସଂଖ୍ୟା ଆହୁରି ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି...

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ...

ନେ ନେ ନେ… ରଙ୍ଗ ଟିକେ ଦେଲି…

ଭୁବନେଶ୍ୱର,୭।୩(ବ୍ୟୁରୋ):ନେ ନେ ନେ… ରଙ୍ଗ ଟିକେ ଦେଲି.., ଓ୍ବାନ୍ସ ଇନ୍‌ ଇୟର ଏଗେନ୍‌ ଆନାଦର୍‌ ହୋଲି…। ବର୍ଷକ ପରେ ପୁଣି ଆସିଛି ରଙ୍ଗର ପର୍ବ ହୋଲି।...

ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ

ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ...

ପୋଲିସକୁ ଓଏଚ୍‌ଆର୍‌ସିଙ୍କ କଡ଼ା ସମାଲୋଚନା

କଟକ ଅଫିସ୍‌,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ...

ଚିକିତ୍ସାଠୁ ବଳିଗଲା ସ୍ଥାନାନ୍ତର ଯାତନା

କଟକ ଅଫିସ, ୨୦।୯: ଜଣେ ସଙ୍କଟାପନ୍ନ ନାବାଳିକାଙ୍କୁ ୯ଦିନରେ ୫ଟି ହସ୍ପିଟାଲ ସ୍ଥାନାନ୍ତର କରାଗଲାଣି। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି। ସୂଚନା...

ଭରସା ପାଉନି, ଜୀବନ ହାରୁଛନ୍ତି

ଭୁବନେଶ୍ୱର (ବ୍ୟୁରୋ)/ବ୍ରହ୍ମପୁର ଅଫିସ,୧୭ା୧୧:ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ପୋଲିସ ବ୍ୟବସ୍ଥା ରହିଛି। ପୋଲିସ ବିଭାଗରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଅନେକ ସଂସ୍କାର...

ନଭେମ୍ବର ୭ରୁ କଳିଙ୍ଗ ବାଲିଯାତ୍ରା

ପାରାଦୀପ,୧୬ା୯(ସ୍ବ.ପ୍ର.): ପାରାଦୀପର ବେଳାଭୂମି ବିଜୁ ମୈଦାନରେ ଚଳିତ ବର୍ଷ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସାତଦିନ ଧରି ଏହି...

Advertisement
Archives

Model This Week