ଏମ୍ସ୍‌ର ବିଦେଶୀ ଡାକ୍ତର ବର୍ଷେ ହେଲା ବିନା ଦରମାରେ…

ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀସ୍ଥିତ ଏମ୍ସ୍‌ରେ କାର୍ଯ୍ୟ କରୁଥିବା ୬୫ ଜର ବିଦେଶୀ ଡାକ୍ତରଙ୍କୁ ବର୍ଷେ ହେଲା ଦରମା ମିଳି ନାହିଁ। ସେମାନେ ବିନା ଦରମାରେ କାମ କରୁଥିବା ରେସିଡେଣ୍ଟ୍‌ ଡକ୍ଟରର୍ସ ଆସୋସିଏଶନ୍‌ ପକ୍ଷରୁ ସୂଚନା ଦିଆଯାଇଛି। ନେପାଳରୁ ଆସିଥିବା ଏହି ଡାକ୍ତରମାନଙ୍କୁ ଦରମା ପ୍ରଦାନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ମଧ୍ୟ ଲେଖା ଯାଇଥିଲା। ୨୦୨୦ ମାର୍ଚ୍ଚଠାରୁ ସେମାନେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରଖିଛନ୍ତି। କରୋନା ଡ୍ୟୁଟିରେ ଥିଲେ ମଧ୍ୟ ସେମାନଙ୍କୁ ଦରମା ମିଳୁନି। ନେପାଳର ମୋଟ ୧୫୧ ଜଣ ଡାକ୍ତର ଦିଲ୍ଲୀ ଏମ୍ସ , ଚଣ୍ଡିଗଡ଼ ପିଜିଆଇ ଏବଂ ପୁଡୁଚେରୀ ଜିପ୍‌ମର୍‌ରେ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଦିଲ୍ଲୀ ଏମ୍ସ୍‌ରେ କାମ କରୁଥିବା ଡାକ୍ତରଙ୍କୁ ଦରମା ମିଳି ନ ଥିବା ରେସିଡେଣ୍ଟ୍‌ ଡକ୍ଟରର୍ସ ଆସୋସିଏଶନ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ୧୭ ଶହ ତଳେ, ସକ୍ରିୟ ମାମଲା ୨୦ ହଜାରରୁ କମ…

ନୂଆଦିଲ୍ଲୀ, ୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଦିନକ ପରେ ପାର୍ଲାମେଣ୍ଟର ଶୀତ ଅଧିବେଶନ: ଆସିବ ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୭ା୧୧(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିଲାବେଳେ ଏଥିରେ ସରକାର ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌ ସମେତ ୩୫ଟି...

ପୋଲିସ ଚାକିରିକୁ ବାଏବାଏ କହିଲେ ‘ସିଂଘମ୍‌’: ଏବେ କରିବେ ଜନସେବା

ବେଙ୍ଗାଲୁରୁ, ୨୯।୫: କର୍ନାଟକର ‘ସିଂଘମ୍‌’ ନାମରେ ପ୍ରସିଦ୍ଧ ପୋଲିସ ଡିସିପି କେ.ଅନାମଲାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ସେ ଲୋକଙ୍କ ସେବା କରିବାକୁ ଚାହୁଁଛନ୍ତି...

ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍‌ ପଠାଇଲେ ଜଗନ ସରକାର

ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ...

ନାଗାଲାଣ୍ଡ ହିଂସା: ଯେଉଁଠି ହୋଇଥିଲା ବିବାହ ସେଇଠି ହେଲା ସଂସ୍କାର

କୋହିମା,୭ ।୧୨: ନାଗାଲାଣ୍ଡର ମୋନ ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୪ ସାଧାରଣ ନାଗରିକଙ୍କ ମୃତ୍ୟୁ ସମସ୍ତଙ୍କୁ ଚମକାଇ ଦେଇଥିଲା । ଯେତେବେଳେ ଏମାନଙ୍କ ମୃତ ଦେହ...

୧୦୯୮ ଶ୍ରମିକଙ୍କୁ ନେଇ ବିହାର ଗଲା ଟ୍ରେନ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଜିଲାରେ ଅଟକି ରହିଥିବା ବିହାରର ୧୦୯୮ଜଣ ଶ୍ରମିକଙ୍କୁ ନେଇ ଭୁବନେଶ୍ୱର-ଦାନାପୁର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବିହାର ଅଭିମୁଖେ ସୋମବାର ଯାତ୍ରା କରିଛି।...

ଗୁଜରାଟରେ ୧୦ ହଜାର କୋଟିର ଅବକାରୀ ଠକେଇ

ନୂଆଦିଲ୍ଲୀ,୨୨ା୮: କେନ୍ଦ୍ର ଓ ଦିଲ୍ଲୀ ସରକାର ମଧ୍ୟରେ ଟଣାଓଟରା ଚରମ ସୀମାରେ ପହଞ୍ଚତ୍ଲାଣି। ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ୨୦୨୧-୨୨ର କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଦର୍ଶାଇ...

୭ଦିନିଆ ରିମାଣ୍ଡରେ ବିଷ୍ଣୋଇ

ଚଣ୍ଡିଗଡ଼,୧୫।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ୱାଲାଙ୍କ ହତ୍ୟାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ବୁଧବାର ମାନସା କୋର୍ଟରେ ପଞ୍ଜାବ ପୋଲିସ ମୁଖ୍ୟ...

Advertisement
Archives

Model This Week