Odisha Elections 2024

୯,୦୦୦ ପଦବୀ ପାଇଁ ବିଜ୍ଞପ୍ତି ଜାରି କଲା ରେଲଓ୍ବ: ଏହି ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା

ନୂଆଦିଲ୍ଲୀ,୧୭।୨: ଭାରତୀୟ ରେଳବାଇରେ ଚାକିରି ପାଇଁ ଅପେକ୍ଷା କରିଥିବା ଆଶାୟୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ବିଭିନ୍ନ ସ୍ଥାନରେ ୯,୦୦୦ ପଦବୀ ନିଯୁକ୍ତି ପାଇଁ ରେଳବାଇ ବିଜ୍ଞପ୍ତି ଜାରି କରିଛି । ଖୁବ୍‌ଶୀଘ୍ର ଏହି ସବୁ ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।

ରେଳବାଇ ପକ୍ଷରୁ ଟେକ୍ନିସିଆନ ପଦବୀରେ ନିଯୁକ୍ତି ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନଲାଇନ ମାଧ୍ୟମରେ ଆବେଦନ ପ୍ରକ୍ରିୟା ମାର୍ଚ୍ଚ ୯ରେ ଆରମ୍ଭ ହୋଇ ଏପ୍ରିଲ ୮ରେ ଶେଷ ହେବ। ତେବେ ଟେକ୍ନିସିଆନ ଗ୍ରେଡ ୧ ସିଗନାଲ- ୧,୧୦୦ ପୋଷ୍ଟ ଏବଂ ଟେକ୍ନିସିଆନ ଗ୍ରେଡ ୩ – ୭,୯୦୦ ପୋଷ୍ଟ ରହିଛି। ଆଶାୟୀ ପ୍ରାର୍ଥୀ ଦଶମ ସହ ଆଇଟିଆଇରେ ପାସ୍‌ କରିଥିଲେ ଏହି ଆବେଦନ କରିପାରିବେ। ପ୍ରାର୍ଥୀଙ୍କ ବୟସ ୧୮ ବର୍ଷରୁ ୩୬ ବର୍ଷ ମଧ୍ୟରେ ହୋଇଥିବା ବେଳେ ଟେକ୍ନିସିଆନ ଗ୍ରେଡ ୨ ପୋଷ୍ଟଗୁଡିକ ପାଇଁ ସର୍ବାଧିକ ବୟସ ୩୩ ବର୍ଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍‌ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ

କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ...

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ...

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୧୩।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରେଜଲ୍ଟ ଘୋଷଣା କରିଛି। ବୋର୍ଡ ଏକାସାଙ୍ଗରେ ଉଭୟ ଶ୍ରେଣୀ ପାଇଁ ଫଳାଫଳ ଘୋଷଣା କରିଛି।...

ଏକ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ”ପିଏମ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା”

ନୂଆଦିଲ୍ଲୀ,୧୨ା୫: ୧୦ ନିୟୁତ ଘରକୁ ସୌର ପ୍ୟାନେଲ ଯୋଗାଇବାରେ ସାହାଯ୍ୟ କରିବା ପାଇଁ ସରକାର ସୌର ପ୍ୟାନେଲ ସ୍ଥାପନ ଏବଂ ପରିଚାଳନାରେ ପାରଦର୍ଶୀ ଥିବା ୧୦୦,୦୦୦-ଶକ୍ତିଶାଳୀ...

ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ...

ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୭।୪: ଚଳିତ ଶିକ୍ଷାବର୍ଷରେ ଶିକ୍ଷାଧିକାର ଆଇନ୍‌‌ ଅନୁସାରେ, ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ଅବଧିକୁ ଚଳିତ ମାସ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri