Posted inଜାତୀୟ

ୟୁପି ପୋଲିସକୁ ଓୱାଇଇସିଙ୍କ ଧମକ: ଭାଇରାଲ ହେଉଛି ଭିଡିଓ

କାନପୁର,୨୪ ।୧୨: ପାଖେଇ ଆସିଲାଣି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଆସନ୍ତା ବର୍ଷ ହେବାକୁ ଥିବା ଏହି ନିର୍ବାଚନ ଲାଗି ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଯୋରସୋରରେ କରୁଛନ୍ତି । ଇତିମଧ୍ୟରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦୁଲ ମୁସଲିମିନ(ଏଆଇଏମ୍‌ଆଇଏ)ର ମୁଖ୍ୟ ଅସଦୁଦ୍ଦିନଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ ଉତ୍ତର ପ୍ରଦେଶରେ ଏକ ଜନସଭାକୁ ଉଦବୋଧନ ଦେବା ସମୟରେ ୟୁପି ପୋଲିସକୁ ଧମକ ଦେଉଥିବା ଦେଖାଯାଇଛି । ଏଥିରେ ସେ କହିଛନ୍ତି ଯୋଗୀ ଅର୍ଥାତ୍ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସବୁବେଳେ ମୁଖ୍ୟମନ୍ତ୍ରୀ ହୋଇ ରହିବେ ନାହିଁ କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁବେଳେ ପ୍ରଧାନମନ୍ତ୍ରୀ ହୋଇ ରହିବେ ନାହିଁ । ଯୋଗୀ ଯେତେବେଳେ ମଠକୁ ଯିବେ ଓ ମୋଦି ଯେତେବେଳେ ପାହାଡକୁ ଯିବେ ସେତେବେଳେ ତୁମକୁ କିଏ ରକ୍ଷା କରିବ । ଆମେ ମୁସଲମାନ କେବେ କିଛି ଭୁଲି ନ ଥାଉ ସବୁ କଥା ମନେ ରଖିଥାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଜେଲ୍‌ ଗଲେ ଯୁବକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନାଗପୁର,୨୩ା୧୦: ମନ ଆନନ୍ଦରେ ଜନ୍ମଦିନ ପାଳନ କରୁଥିବା ଜଣେ ୧୯ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। କାରଣ ଯୁବକ ଜଣଙ୍କ ତାଙ୍କ ଜନ୍ମଦିନରେ ଖଣ୍ଡାରେ...

ରାଜନୀତିକୁ ଆସନ୍ତୁ ରଜନୀକାନ୍ତ

ଚେନ୍ନାଇ,୧୦ ।୧: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଅଭିନେତା ରଜନୀକାନ୍ତଙ୍କ ସମର୍ଥକମାନେ ଦାବି କରିଛନ୍ତି ଯେ ରଜନୀକାନ୍ତ ରାଜନୀତିକୁ ଆସନ୍ତୁ । ଏହି ଦାବିରେ ସମର୍ଥକମାନେ...

ନିୟମ ଉଲ୍ଲଂଘନ ଅଭିଯୋଗରେ ଜନପଥ ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୧୨।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ କରୋନା କଟକଣା କୋହଳ କରାଯାଇଛି। କଟକଣା କୋହଳ ହେବା ପରେ ଲଗାତର ଭାବେ ମାର୍କେଟରେ...

ଟୁଇଟର ସହ ପ୍ରତିଦ୍ୱନ୍ଦିତା କରିବ ସ୍ବଦେଶୀ ଆପ୍‌ ‘କୁ’

ନୂଆଦିଲ୍ଲୀ,୧୧।୧: ନୂତନ କୃଷି ଆଇନ ଏବଂ କୃଷକମାନଙ୍କ ପ୍ରତିବାଦ ସଂକ୍ରାନ୍ତରେ ବିଭ୍ରାନ୍ତିକର ସୂଚନା ପୋଷ୍ଟ କରାଯାଉଥିବା ଅଭିଯୋଗ କରି ୧୧ଶହରୁ ଊର୍ଦ୍ଧ୍ୱ ଆକାଉଣ୍ଟକୁ ହଟାଇ ଦେବା...

ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍‌ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବରିଷ୍ଠ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୫।୧୦: ଗ୍ଲୋବାଲ ହଙ୍ଗର ଇନ୍‌ଡେକ୍ସ ର଼୍ୟାଙ୍କିଙ୍ଗ୍‌ରେ ଭାରତର ମାନ୍ୟତାରେ ଅବନତି ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଚ୍ଛଲ୍ୟ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା କପିଲ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି।...

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌...

Advertisement
Archives

Model This Week