Posted inଜାତୀୟ

୧୦ କୋଟି ହିନ୍ଦୁଙ୍କୁ ବୌଦ୍ଧ କରିବା ଟାର୍ଗେଟ, ଏଏପି ମନ୍ତ୍ରୀଙ୍କ ଭିଡ଼ିଓ ଶେୟାର କଲା ଭାଜପା…

ନୂଆଦିଲ୍ଲୀ,୮।୧୦ : ଭାଜପା ପକ୍ଷରୁ ଦିଲ୍ଲୀର ଏଏପି ସରକାରଙ୍କ ସମାଜ କଲ୍ୟାଣ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମଙ୍କ ବିରୋଧରେ ହିନ୍ଦୁ ଦେବଦେବୀଙ୍କ ଅପମାନ କରିଥିବା ନେଇ ଅଭିଯୋଗ ଅଣାଯାଇଛି। ରାଜଧାନୀ ଦିଲ୍ଲୀରେ ଏକ ଧର୍ମାନ୍ତରଣ କାର୍ଯ୍ୟକ୍ରମର ଭିଡ଼ିଓ ଶେୟାର କରି ଭାଜପା ଗୌତମଙ୍କୁ ଘେରିବା ଆରମ୍ଭ କରିଛି।

ପଶ୍ଚିମ ଦିଲ୍ଲୀର ଭାଜପା ଏମ୍‌ପି ପ୍ରବେଶ ବର୍ମା ଅଭିଯୋଗ କରିଛନ୍ତି ଯେ ୨୦୨୫ ଅକ୍ଟୋବର ସୁଦ୍ଧା ୧୦ କୋଟି ହିନ୍ଦୁଙ୍କୁ ବୌଦ୍ଧ କରାଇବା ପାଇଁ ଗୌତମ ଲକ୍ଷ୍ୟ ରଖିଛନ୍ତି। ଏହି ପୁରୁଣା ଭିଡ଼ିଓ ନେଇ ପ୍ରବେଶ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଆପଣଙ୍କ ନିର୍ଭରଯୋଗ୍ୟ ମନ୍ତ୍ରୀଙ୍କ ଦ୍ୱାରା ଧର୍ମାନ୍ତରଣ କାର୍ଯ୍ୟ କାହା ନିର୍ଦ୍ଦେଶରେ କରାଯାଉଛି। ଏଥିରେ ବିଦେଶୀ ଏଜେନ୍ସିର ହାତ ରହିଛି କି ବୋଲି ସେ ପଚାରିଛନ୍ତି।

ଶେୟାର ହୋଇଥିବା ଭିଡ଼ିଓରେ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଲୋକଙ୍କୁ ବୁଦ୍ଧଙ୍କୁ ଅନୁସରଣ କରିବା ସହିତ ହିନ୍ଦୁ ଦେବୀଦେବତାଙ୍କ ପୂଜା ନ କରିବାକୁ ଶିକ୍ଷା ଦିଆଯାଉଥିବାର ଦେଖିବାକୁ ମିଳୁଛି।

ଏହି କାର୍ଯ୍ୟକ୍ରମର ଫଟୋ ଗୌତମ ଅକ୍ଟୋବର ୫ରେ ଟୁଇଟରରେ ଶେୟାର କରିଥିଲେ। ସମାଜରୁ ଛୁଆଁ ଅଛୁଆଁ ଭେଦଭାବ ଦୂର କରିବା ଲାଗି ୧୦ ହଜାରରୁ ଅଧିକ ଲୋକ ବୌଦ୍ଧ ଗ୍ରହଣ କରିବାକୁ ସଂକଳ୍ପ ନେଇଥିବା ସେ ଟୁଇଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri