Posted inଜାତୀୟ

କେଦାରନାଥରେ ଅଘଟଣ: ପାହାଡ଼ରେ ମାଡ଼ ହୋଇଗଲା…

କେଦାରନାଥ,୧୭।୫: କେଦାରନାଥରେ ଶନିବାର ଏକ ଅଘଟଣ ଘଟିଛି। କେଦାରନାଥ ହେଲିପ୍ୟାଡରେ ଅବତରଣ ବେଳେ ଏକ ଏୟାର ଆମ୍ବୁଲାନ୍ସ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବିମାନର ଶେଷ ଭାଗ ପାହାଡରେ ମାଡ଼ ହେବା କାରଣରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

ବିମାନରେ ଥିବା ପାଇଲଟଙ୍କ ସମେତ ଡାକ୍ତର ଏବଂ ନର୍ସିଂ ଷ୍ଟାଫ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଜିଲା ପର୍ଯ୍ୟଟନ ବିଭାଗ ଅଧିକାରୀ ରାହୁଲ ଚୌବେ କହିଛନ୍ତି, ଜଣେ ଶ୍ୱାସରୋଗୀ ହଠାତ୍‌ ଅସୁସ୍ଥ ହୋଇପଡିବାରୁ ସେ ଏୟାର ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ତାଙ୍କୁ ଋଷିକେଶ ସ୍ଥିତ ଏମ୍ସକୁ ଏୟାର ଆମ୍ବୁଲାନ୍ସ ଯୋଗେ ନିଆଯାଉଥିଲା ।

ହେଲେ ଯାନ୍ତ୍ରିକ ତ୍ରୁଟି କାରଣରୁ ଏୟାର ଆମ୍ବୁଲାନ୍ସଟି ଲ୍ୟାଣ୍ଡ କରିପାରି ନ ଥିଲା । ତେଣୁ ପାଇଲଟ ଲ୍ୟାଣ୍ଡିଂ ପାଇଁ ପ୍ରଚେଷ୍ଟା କରୁଥିଲେ । ସେତିକିବେଳେ ବିମାନର ଶେଷ ଭାଗଟି ପାହାଡରେ ମାଡ଼ ହେବାରୁ ଟେଲ ଭାଙ୍ଗି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ କେହି ମୃତାହତ ହୋଇ ନ ରାହୁଲ ଚୌବେ ସ୍ପଷ୍ଟ କରିଛନ୍ତି। ଏପରିକି ଘଟଣାର ତଦନ୍ତ DGCA କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?