ଦାରିଙ୍ଗବାଡିରୁ କଟକ ଚାଲିଲା ଶୀତତାପ ନିୟନ୍ତ୍ରଣ ବସ: ପ୍ରଥମଥର ମିଳିଲା ଏହି ସୁବିଧା

ଦାରିଙ୍ଗବାଡି, ୨୪।୩ (ଅରୁଣ ସାହୁ)- ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୂରଣ କଲେ ରାଜ୍ୟ ସରକାର। ସୋମବାରଠାରୁ ଦାରିଙ୍ଗବାଡିରୁ କଟକକୁ ଶୀତତାପ ନିୟନ୍ତ୍ରଣ ସୁବିଧା ରହିଥିବା ସରକାରୀ ଯାତ୍ରୀବାହୀ ବସ ସୋମବାରଠାରୁ ଯାତାୟାତ କରିଛି । ମିଳିଥିବା ସୂଚନା ପ୍ରକାରେ ସୋମବାର ସକାଳ ୬ ଟାରୁ କଟକରୁ ବାହାରି ଦାରିଙ୍ଗବାଡି ଅଭିମୁଖେ ଆସିଥିଲା ଏହି ବସ। ସେହିପରି ମଙ୍ଗଳବାରଠାରୁ ସକାଳ ସମୟରେ ଦାରିଙ୍ଗବାଡିରୁ କଟକ ଅଭିମୁଖେ ଯାତ୍ରା କରିବ ନିୟମିତ ଏହି ବସ ଯାତାୟାତ କରିବ ବୋଲି ଜଣାପଡିଛି। ପ୍ରତିଦିନ ଏହି ବସ ଦାରିଙ୍ଗବାଡି ଠାରୁ କଟକକୁ ଯାତ୍ରା କରିବ ଏହା ସୋରଡ଼ା, ଭଂଜନଗର ଦେଇ ନୟାଗଡ଼, ଖୋର୍ଦ୍ଧା ହୋଇ କଟକ -ଦାରିଙ୍ଗବାଡି ଯାତାୟାତ କରିବ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ସୋମବାର ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ବସ ବିଭିନ୍ନ ଜିଲାକୁ ସୋମବାର ଯାତାୟତର ଶୁଭାରମ୍ଭ କରିଛନ୍ତି। ବ୍ରହ୍ମପୁରଠାରୁ ଖଜୁରୀପଡା, ଫୁଲବାଣୀଠାରୁ ରେଢ଼ାଖୋଲ ଆଦି ଅଞ୍ଚଳକୁ ନୂଆ ଯାତ୍ରୀବାହି ସରକାରୀ ବସ ଚଳାଚଳ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri