Posted inଜାତୀୟ

ଅପରେଶନ ଗଙ୍ଗାରେ ଭାରତୀୟ ବାୟୁସେନାର ସି-୧୭ ବିମାନ, ସ୍ୱଦେଶ ଫେରିଲେ ୨୦୦ରୁ ଊର୍ଦ୍ଧ୍ୱ ଭାରତୀୟ

ନୂଆଦିଲ୍ଲୀ,୩ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ଦୁଇ ଦେଶର ସେନା ମୁହାଁମୁହିଁ ହେଉଥିବା ବେଳେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଅପରେଶନ ଗଙ୍ଗାକୁ ଲଗାତାର ଜାରି ରଖାଯାଇଛି । ମଙ୍ଗଳବାର ୨୧୮ ଭାରତୀୟଙ୍କୁ ରୋମାନିଆରୁ ଦିଲ୍ଲୀ ଫେରାଇ ଆଣିବା ପରେ କେନ୍ଦ୍ର ସରକାର ଭାରତୀୟ ବାୟୁସେନା ବିମାନକୁ ଅପରେଶନ ଗଙ୍ଗାରେ ଯୋଡିବା କଥା ଚିନ୍ତା କରିଥିଲେ । ଏବେ ଭାରତୀୟ ବାୟୁସେନାର ସି-୧୭ ବିମାନ ଗୁରୁବାର ସକାଳୁ ୨୦୦ରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ ଧରି ନୂଆଦିଲ୍ଲୀ ସ୍ଥିତ ହିଂଡନରେ ଥିବା ବାୟୁସେନାର ନିଜ ଏୟାର ବେସରେ ଲ୍ୟାଣ୍ଡ କରିଛି । ଏହାପରେ ପ୍ରତିରକ୍ଷା ରାଜ୍ୟ ମନ୍ତ୍ରୀ ଅଜୟ ଭଟ୍ଟ ଦିଲ୍ଲୀ ପହଞ୍ଚିବା ପରେ ଭାରତୀୟ ନାଗରିକଙ୍କ ସହ କଥା ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri