Posted inଜାତୀୟ

ଜାମନଗର ପହଞ୍ଚିଲା ବାୟୁସେନା ସି-୧୭ ବିମାନ…

ଜାମନଗର,୧୭।୮: ଭାରତୀୟ ଦୂତାବାସ ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା କରିଥିବା ବାୟୁସେନା ବିମାନ ସି-୧୭ ଗୁଜରାଟର ଜାମନଗର ବିମାନ ବନ୍ଦରରେ ଅବତରଣ କରିଛି। ବିମାନରେ ୧୫୦ ଜଣ ଦୂତାବାସ କର୍ମଚାରୀ ଅଶାନ୍ତ ଆଫଗାନିସ୍ତାନରୁ ସ୍ବଦେଶ ଫେରିଛନ୍ତି। ୨ ଜଣ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇପଡ଼ିବାରୁ ସେମାନଙ୍କୁ ଚିକିତ୍ସା ଲାଗି ବାୟୁସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିମାନଟି ଗାଜିଆବାଦର ହିଣ୍ଡନ ବନ୍ଦର ଅଭିମୁଖେ ଯାତ୍ରା କରିବ। ଏହାପୂର୍ବରୁ ବାୟୁସେନାର ୨୪୪ ବିମାନରେ କାବୁଲରୁ ୧୨୯ ଭାରତୀୟ ଦିଲ୍ଲୀରେ ପହଞ୍ଚିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ ପର୍ଯ୍ୟନ୍ତ ସବୁ ଅଧିକାରୀଙ୍କ ଛୁଟି ବାତିଲ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି। ଏପଟେ ଛୁଟିରେ ଥିବା...

ବଗ୍‌ଗାଙ୍କୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ/ଚଣ୍ଡିଗଡ଼,୭ା୫: ଦିଲ୍ଲୀର ଭାଜପା ନେତା ତେଜିନ୍ଦର ପାଲ୍‌ ସିଂ ବଗ୍‌ଗାଙ୍କୁ ପଞ୍ଜାବ ପୋଲିସ ଶୁକ୍ରବାର ସକାଳେ ତାଙ୍କ ଘରୁ ଗିରଫ କରିଥିଲା। ଜାତୀୟ ରାଜଧାନୀରୁ ତାଙ୍କୁ...

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି...

ତିନି ଦିନିଆ ଗୁଜରାଟ ଗସ୍ତରେ ମୋଦି, ବିଧାନସଭା ନିର୍ବାଚନ ପୂର୍ବରୁ ଦେବେ ବିକାଶର ‘ବୁଷ୍ଟର ଡୋଜ’

ନୂଆଦିଲ୍ଲୀ,୯ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୧୧ ଅକ୍ଟୋବର ପର୍ଯ୍ୟନ୍ତ ୩ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ଏହାପରେ ସେ ୧୧ ଅକ୍ଟୋବରକୁ...

୨୦୨୬ରେ ପୁଣି କ୍ଷମତାକୁ ଫେରିବେ ମମତା: ଅଭିଷେକ ବାନାର୍ଜୀ…

କୋଲକାତା,୩୦।୪ : ତୃଣମୂଳ କଂଗ୍ରେସ (ଟିଏମସି) ଜାତୀୟ ମହାସଚିବ ତଥା ଏମପି ଅଭିଷେକ ବାନାର୍ଜୀ ଦାବି କରିଛନ୍ତି, ୨୦୨୬ ବିଧାନସଭା ନିର୍ବାଚନରେଟିଏମସି ୨୯୪ ଆସନ ମଧ୍ୟରୁ...

ନୋଏଡା-ଗାଜିଆବାଦରେ କର୍ଫ୍ୟୁ

ନୂଆଦିଲ୍ଲୀ,୨।୫: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଗତ କିଛି...

ସିଏଏ, ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା

ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି...

ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ପ୍ରଚାର କଲେ ଆଲିଆ

ଚଣ୍ଡିଗଡ଼,୬ା୧୧: ଅଭିନେତ୍ରୀ ଆଲିଆ ଭଟ୍ଟ କଂଗ୍ରେସ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ଏହି କଥା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓଟି ହରିୟାଣା ରାଜ୍ୟର...

Advertisement
Archives

Model This Week