ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ, ଚାଲିଛି ବଡ଼ ଆଲୋଚନା, ଖୁବ୍‌ଶୀଘ୍ର ହେବ…

ନୂଆଦିଲ୍ଲୀ,୪ା୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ. ତ୍ରିପାଠୀ ବି ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜାତୀୟ ରାଜଧାନୀର ଲୋକକଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଭେଟିବା ପରେ ଏହା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ ଏବଂ ତିନି ସେବା … Continue reading ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାୟୁସେନା ମୁଖ୍ୟ, ଚାଲିଛି ବଡ଼ ଆଲୋଚନା, ଖୁବ୍‌ଶୀଘ୍ର ହେବ…