Posted inଜାତୀୟ

ବାୟୁସେନା ସ୍ଥାପନା ଦିବସ: ତେଜସ ଓ ଜାଗୁଆର ସହ ଶକ୍ତି ପ୍ରଦର୍ଶନ କଲା ରାଫାଲ

ନୂଆଦିଲ୍ଲୀ,୮ ।୧୦: ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ପାଳନ କରିଛି ତା’ର ୮୮ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଗାଜିଆବାଦର ହିଡନ ଏୟାରବେସ୍‌ରେ ଶକ୍ତି ପ୍ରଦର୍ଶନ କରିଛି ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ । ଭାରତୀୟ ବାୟୁସେନାରେ ନିକଟରେ ସାମିଲ ହୋଇଥିବା ରାଫାଲ ଯୁଦ୍ଧ ବିମାନର ଏଣ୍ଟ୍ରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ବେଳେ ତେଜସ ଓ ଜାଗୁଆର ମଧ୍ୟ ସେମାନଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି । ପ୍ରଥମେ ପରେଡ ହେବା ପରେ ରାଫାଲ, ସୁଖୋଇ, ତେଜସ, ଜାଗୁଆର ସହ ଅନ୍ୟ ଯୁଦ୍ଧ ବିମାନ ଆକାଶ ମାର୍ଗରେ ବିଶ୍ୱକୁ ଦେଖାଇଥିଲେ ଭାରତର ଶକ୍ତି । ଏହି ଅବସରରେ ଭାରତୀୟ ବାୟୁସେନା ମୁଖ୍ୟ ଆର୍‌କେଏସ୍ ଭଦୌରିଆ କହିଥିଲେ, ମୁଁ ଦେଶକୁ ଆଶ୍ୱାସନା ଦେବାକୁ ଚାହୁଁଛି କି ଭାରତୀୟ ବାୟୁନୋ ବିକଶିତ ହେବ ଓ ଦେଶର ସାର୍ବଭ୍ୱମତ୍ୱ ଓ ସ୍ୱାର୍ଥ ରକ୍ଷା କରିବାକୁ ସବୁ ପରିସ୍ଥିତିର ସାମ୍ନା କରିବାକୁ ପ୍ରସ୍ତୁତ ରହିଛି । ଏହି ଅବସରରେ ସୂର୍ଯ୍ୟକିରଣ ଟିମ୍ ମଧ୍ୟ ଆକାଶରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri