Posted inଜାତୀୟ

ବାୟୁସେନା ଗରୁଡ କମାଣ୍ଡୋଙ୍କ ଆତ୍ମହତ୍ୟା ରହସ୍ୟ ଉପରୁ ଉଠିଲା ପରଦା…

ନୂଆଦିଲ୍ଲୀ,୧୮।୧୧ : ଗୁଜରାଟର କଚ୍ଛ ସ୍ଥିତ ବାୟୁସେନା ଷ୍ଟେଚ୍ଶନରେ ଭାରତୀୟ ବାୟୁସେନାର ସ୍ପେଶାଲ ଫୋର୍ସ ୟୁନିଟର ଜଣେ କମାଣ୍ଡୋ ଆତ୍ମହତ୍ୟା କରିଛନ୍ତି। ଶନିବାର ପୋଲିସ ଏହି ସୂଚନା ଦେଇଛି। ନଭେମ୍ବର ୧୬ ରେ ଏହି ଘଟଣା ଘଟିଥିଲା ଏବଂ ଆତ୍ମହତ୍ୟା କରିଥିବା କମାଣ୍ଡୋ ରାତିରେ ଡ୍ୟୁଟିରେ ଥିଲେ। ମୃତକଙ୍କ ନାମ ହେଉଛି ୨୩ ବର୍ଷ ବୟସ୍କ ଯୋଗେଶ କୁମାର ମହତୋ । ସେ ଝାଡଖଣ୍ଡର ବାସିନ୍ଦା ।

ଡିଭିଜନ ପୋଲିସ ଷ୍ଟେଶନର ସବ ଇନ୍ସପେକ୍ଟର ଡିଜେ ଠାକୁର କହିଛନ୍ତି ଆତ୍ମହତ୍ୟା କରିଥିବା ଯବାନ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ଅନ୍ୟ କେତେକ ସମସ୍ୟା ମଧ୍ୟ ରହିଥିଲା, ଯେଉଁ କାରଣରୁ ସେ ଆତ୍ମହତ୍ୟା ପଦକ୍ଷେପ ନେଇଥିଲେ। ପୋଲିସ ଅଧିକାରୀ କହିଛନ୍ତି ସେ ଝାଡଖଣ୍ଡର ବାସିନ୍ଦା। ତାଙ୍କୁ ଭାରତୀୟ ବାୟୁସେନାରେ ଭୁଜ ବାୟୁସେନା ଷ୍ଟେଶନରେ ଗରୁଡ କମାଣ୍ଡୋ ଭାବରେ ପୋଷ୍ଟ କରାଯାଇଥିଲା। ମା’ଙ୍କ ଅସୁସ୍ଥତା ଯୋଗୁ ସେ ମାନସିକ ଚାପରେ ଥିଲେ।

ମହତୋ ରାତ୍ରିରେ ଡ୍ୟୁଟିରେ ଥିଲେ। ସେ ନିଜ ସର୍ଭିସ ରିଭଲଭର ଦ୍ୱାରା ମୁଣ୍ଡରେ ଗୁଳି ଚଳାଇଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri