Posted inଜାତୀୟ

ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ …

ଉଦାମପୁର,୨୧।୯: ଜମ୍ମୁ-କଶ୍ମୀରର ଉଦାମପୁର ଜିଲାରେ ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୨ ଜଣ ପାଇଲଟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ପାଟନିଟୋପ୍‌ ଅଞ୍ଚଳରେ ପୂର୍ବାହ୍ନ ୧୦ଟା ୩୦ରେ ହେଲିକପ୍ଟରଟି ନିୟନ୍ତ୍ରଣ ହରାଇ ଖସି ପଡ଼ିଥିଲା।

ପ୍ରବଳ କୁହୁଡ଼ି ଯୋଗୁ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟରକୁ ଖୋଜିବା ଭାରତୀୟ ସେନା ପାଇଁ କଷ୍ଟକର ହୋଇପଡ଼ିଥିଲା। ତେବେ ସ୍ଥାନୀୟ ଲୋକେ ପାଇଲଟ ଦ୍ୱୟଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭତ୍ତି କରିଥିବା ଭାରତୀୟ ସେନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମୋଦ ମିଶ୍ର, ଡୋଭାଲଙ୍କୁ ଦାୟିତ୍ୱ ବଣ୍ଟନ

ନୂଆଦିଲ୍ଲୀ,୧୭ା୯: ଓଡ଼ିଆ ଅଫିସର ପ୍ରମୋଦ କୁମାର ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଏବଂ ପି.କେ. ସିହ୍ନା ପ୍ରମୁଖ ଉପଦେଷ୍ଟା ନିଯୁକ୍ତ ହେବା ପରେ...

‘ସାମ୍ବାଦିକତା ଉପରେ ମୋଦିଶାହଙ୍କ ପ୍ରହାର’

ନୂଆଦିଲ୍ଲୀ,୨୨।୭: ଦୈନିକ ଭାସ୍କର ନ୍ୟୁଜପେପର ଗ୍ରୁପ୍‌ର ମାଲିକାନାରେ ଥିବା ବିଭିନ୍ନ କାର୍ଯ୍ୟାଳୟରେ ଗୁରୁବାର ଚଢ଼ାଉ କରିଛି ଆଇଟି ବିଭାଗ। ଲକ୍ଷ୍ନୌ ସ୍ଥିତ ଭାରତ ସମାଚର ଟେଲିଭିନ...

ଅଧା ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ଆଶଙ୍କା

ନୂଆଦିଲ୍ଲୀ, ୨୪।୧୨: ବ୍ରିଟେନରୁ ଭାରତ ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୨୨ ଜଣଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ଅଧା ଯାତ୍ରୀଙ୍କଠାରେ କୋଭିଡ୍‌-୧୯ର ନୂଆ...

ପ୍ରଥମ ଆୟୁଷ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଗୋରଖପୁର,୨୮ ।୮: ଚାରି ବର୍ଷ ମଧ୍ୟରେ ଦ୍ୱିତୀୟଥର ପାଇଁ ଗୋରଖପୁର ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଶନିବାର ସେ ଭଟହଟର ପିପରିଠାରେ ରାଜ୍ୟର ପ୍ରଥମ...

ବୋଫର୍ସ ତୋପ ଦୁର୍ନୀତି: ୧୦୬ ବିରୋଧୀ ଏମ୍‌ପି ଦେଇଥିଲେ ଇସ୍ତଫା

ନୂଆଦିଲ୍ଲୀ,୨୪।୬: ବୋଫର୍ସ ତୋପକୁ ବିରୋଧ କରି ୩୦ ବର୍ଷ ତଳେ ୧୯୮୯ ଜୁନ୍‌ ୨୪ରେ ଲୋକ ସଭାର ୧୧୦ ବିରୋଧୀ ଏମ୍‌ପିଙ୍କ ମଧ୍ୟରୁ ୧୦୬ ଜଣ...

ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ନିଆଁ

ନୂଆଦିଲ୍ଲୀ, ୫ା୯(ପି.ଟି.): ଦରଭଙ୍ଗା-ନୂଆଦିଲ୍ଲୀ ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ମୁତାବକ ରାତି ୧୦ଟାରେ ପ୍ରଥମେ ଗୋଟିଏ ସ୍ଲିପର କୋଚରେ...

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା...

ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା...

Advertisement
Archives

Model This Week