Posted inଜାତୀୟ

ବାୟୁସେନା ଦିବସରେ ଏୟାରଫୋର୍ସର ନୂଆ କମବ୍ୟାଟ ୟୁନିଫର୍ମ ସହ ସ୍ୱଦେଶୀ ହେଲିକପ୍ଟର ‘ପ୍ରଚଣ୍ଡ’ର ଦମ୍‌

ଚଣ୍ଡିଗଡ଼,୮ ।୧୦: ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ କରାଯାଇଥାଏ ଭାରତୀୟ ବାୟୁସେନା ଦିବସ । ଏହାର ମୁଖ୍ୟ ଉଦ୍ଦେଶ୍ୟ ଭାରତୀୟ ବାୟୁସେନାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଓ ସେମାନଙ୍କ ଯୋଗଦାନକୁ ମନେପକାଇବା । ପ୍ରତିବର୍ଷ ଏହାକୁ ଖୁକ୍ ଧୁମଧାମରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଏହା ଅଧିକ ଗୁରୁତ୍ୱ ରଖିଛି ।
ଚଳିତ ବର୍ଷର ପ୍ଲାଇ ପାଷ୍ଟରେ ୮୪ ବିମାନ ସାମିଲ ହୋଇଛନ୍ତି । ସେଥିମଧ୍ୟରୁ ୫୦ ଫାଇଟର ଜେଟ ରହିଛି । ଏହାସହ ୨୪ ହେଲିକପ୍ଟର, ୮ ଟ୍ରାନ୍ସପୋର୍ଟ ଏୟାର କ୍ରାପ୍ଟ ଓ ୨ ୱିଂଜେଟ ବିମାନ ବି ପ୍ଲାଇ ପାଷ୍ଟରେ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri