Posted inଜାତୀୟ

ବାୟୁସେନା ଟ୍ରେନିଂ ବିମାନ ଦୁର୍ଘଟଣା ଗ୍ରସ୍ତ…

କାମରାଜନଗର,୧।୬ : ଭାରତୀୟ ବାୟୁସେନାର ଏକ ଟ୍ରେନିଂ ବିମାନ କାମରାଜନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁସାରେ, ବିମାନରେ ଦୁଇଜଣ ପାଇଲଟ ଥିଲେ, ଯେଉଁମାନେ ସୁରକ୍ଷିତ ଅଛନ୍ତି।

ଭାରତୀୟ ବାୟୁସେନାର ଏକ କିରଣ ଟ୍ରେନିଂ ବିମାନ କର୍ନାଟକର ଚାମରାଜାନଗରର ମାକାଲି ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ମହିଳା ପାଇଲଟଙ୍କ ସମେତ ଦୁଇଜଣ ପାଇଲଟ ଉପସ୍ଥିତ ଥିଲେ। ଉଭୟ ସୁରକ୍ଷିତ ବୋଲି କୁହାଯାଉଛି। ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି ଦୁର୍ଘଟଣାର କାରଣ ଜଣା ପଡିନାହିଁ।

ସେଥିପାଇଁ ସୂଚନା ସଂଗ୍ରହ କରିବାକୁ ଏକ କୋର୍ଟ ଅଫ ଇନକ୍ୱାରୀ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri