ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶାରେ ସୂର୍ଯ୍ୟକିରଣ ଶୋ’ ହେବ। ଭାରତୀୟ ବାୟୁସେନା ପକ୍ଷରୁ ଏହି ଶୋ’ ଆୟୋଜନ କରାଯିବ ବୋଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଓ ପୁରୀରେ ସୂର୍ଯ୍ୟକିରଣ ଶୋ କରାଯିବ। ଆସନ୍ତା ୧୬ ତାରିଖରେ ଭୁବନେଶ୍ୱର କୁଆଖାଇ ନଦୀ ଶଯ୍ୟାରେ ଓ ୧୮ ତାରିଖରେ ପୁରୀରେ ରାଜଭବନ ଉପରେ ଶୋ’ କରାଯିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସେପଟେ ଏଭଳି ଶୋ ଦେଶାତ୍ମବୋଧକ ମନୋଭାବ ବୃଦ୍ଧି କରିବା ସହ ଯୁବପିଢିଙ୍କୁ ଏୟାରଫୋର୍ସରେ ଯୋଗ ଦେବାକୁ ଅଧିକ ଉତ୍ସାହିତ କରିବ ବୋଲି ପ୍ରତିରକ୍ଷା ବିଶେଷଜ୍ଞମାନେ କହୁଛନ୍ତି। ଦେଶରେ ଏପରି ଶୋ’ ୧୯୭୮-୭୯ରେ ଆରମ୍ଭ ହୋଇଥିଲା। ସେତେବେଳେ ଏହାକୁ ଥଣ୍ଡରବୋଲ୍ଡ କୁହାଯାଉଥିଲା। ୨୦୧୬ ଡିସେମ୍ବରରେ ଏହା କଟକରେ ମଧ୍ୟ ହୋଇଥିଲା।
କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍ବେଷ୍ଟସ୍
କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…
ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…
ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…
ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…
୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ
ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…
Archives

