Posted inଜାତୀୟ

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର ପଛ ଭାଗ ହଠାତ୍‌ ରନ୍‌ଓ୍ବେରେ ମାଡ଼ ହୋଇଥିଲା। ମାତ୍ର ପାଇଲଟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଅବତରଣ କରାଇଥିଲେ। ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ଅଛନ୍ତି। ଏହି ଏୟାର ଇଣ୍ଡିଆବିମାନରେ ୧୭୯ ଜଣ ଯାତ୍ରୀ ଥିଲେ।

ଏହି ଅତ୍ୟଧିକ ଲୋଡ ବିମାନର ପାଇଲଟ ଅବତରଣ ସମୟରେ ଅନ୍ୟ ଏକ ବିମାନ ଆଗକୁ ଉଡ଼ିବା ଯୋଗୁ ୱେକ୍‌ ଟର୍ବୁଲେନ୍ସ ଅନୁଭବ କରିଥିଲେ, ଯାହା ଫଳରେ ନିୟନ୍ତ୍ରଣ ହରାଇ ବିମାନର ପଛଭାଗ ରନଓ୍ବେରେ ଧକ୍କା ଦେଇଥିଲା। ବିମାନକୁ ଅବତରଣ କରାଯାଇଥିଲା।

ଏହି କାରଣରୁ ବେଙ୍ଗାଲୁରୁରୁ ଦିଲ୍ଲୀ ଫେରିବାକୁ ଥିବା ବିମାନ AI ୨୬୫୨କୁ ବାତିଲ କରାଯାଇଛି। ଯାତ୍ରୀମାନଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ବିମାନ କମ୍ପାନୀ କହିଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଏୟାର ଇଣ୍ଡିଆର ଗ୍ରାଉଣ୍ଡ ଟିମ୍‌ ଯାତ୍ରୀମାନଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ପ୍ରଦାନ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri