Posted inଜାତୀୟ

ଶଙ୍କରଙ୍କ ଉପରେ ବ୍ୟାନ୍‌ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ବ୍ୟାନ୍‌ ଲଗାଇଛି। ସେ ୪ ମାସ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରିପାରିବେ ନାହିଁ। ଗତ ୬ ତାରିଖରେ ଅଭିଯୁକ୍ତ ମିଶ୍ରାଙ୍କୁ ବେଙ୍ଗାଲୁରୁରୁ ଗିରଫ କରାଯାଇଥିଲା। ଜାମିନ ଖାରଜ ପରେ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ମହିଳା ଯାତ୍ରୀଙ୍କ ଅଭିଯୋଗ କ୍ରମେ ଦିଲ୍ଲୀ ପୋଲିସ ଜାନୁୟାରୀ ୪ରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ମହିଳା ଜଣକ ନିଜେ ପରିସ୍ରା କରିଥିଲେ ବୋଲି ମିଶ୍ରା ଆଣିଥିବା ଅଭିଯୋଗକୁ ଅଦାଲତ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ମାଫିଆ ଅନିଲ ସିଂ ଗିରଫ, ଅପରେଶନ କ୍ଲିନରେ ୨୭୧ ଆରେଷ୍ଟ

ପାଟନା,୧୮ ।୧୨: ଛତରା, ଶିୱାନ ଓ ବେଗୁସରାଇରେ ବିଶାକ୍ତ ମଦ ଯୋଗୁ ହେଉଥିବା ମୃତ୍ୟୁ ପରେ ଏବେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି ।...

କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର ହେଉଛି ଭାକ୍ସିନ୍‌: ମୋଦି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଭାକ୍ସିନ୍‌ ହିଁ ଏକମାତ୍ର ବିକଳ୍ପ...

ଏଲ୍‌ଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଭୟରେ ଦୌଡ଼ିଲେ ୫ ଆତଙ୍କବାଦୀ

ଶ୍ରୀନଗର, ୨୭।୯: ଏଲ୍‌ଓସିରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲାର ଚଘଓ୍ବାଲ ସେକ୍ଟରର ମଙ୍ଗୁଚାକ୍‌ ବର୍ଡର ପୋଷ୍ଟ ନିକଟରେ ସୀମା ପାର...

ପ୍ରବାସୀ ଶ୍ରମିକ ଭାରତକୁ ପଠାଇଛନ୍ତି ସର୍ବାଧିକ ଟଙ୍କା: ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୫।୧୨ : ଅନ୍ୟ ଦେଶ ତୁଳନାରେ ଦେଶକୁ ଟଙ୍କା ପଠାଇବାରେ ପ୍ରବାସୀ ଭାରତୀୟ ଶ୍ରମିକମାନେ ଆଗରେ ରହିଛନ୍ତି। ବିଶ୍ୱବ୍ୟାଙ୍କର ଏକ ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୨୨...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧।୬: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଅନୁପ୍ରବେଶ କରୁଥିବା ୩ ଆତଙ୍କବାଦୀ ଭାରତୀୟ ସେନାଙ୍କ ଗୁଳିରେ ନିହତ ହୋଇଛନ୍ତି।...

କେନ୍ଦ୍ରମନ୍ତ୍ରୀଙ୍କ ପୁଅକୁ ଗିରଫ କରିବା ପାଇଁ ଆମ ପାଖରେ ସମୟ ନାହିଁ: ପୋଲିସ

ଲଖିମପୁର ଖେରି (ୟୁପି),୫।୧୦: କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ବିରୋଧରେ ଲଖିମପୁର ଖେରି ଜିଲାରେ ହତ୍ୟା ମାମଲା ରୁଜୁ ହୋଇଛି। ଏଫ୍‌ଆଇଆରରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ନାମ...

ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ...

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌...

Advertisement
Archives

Model This Week