ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତଙ୍କୁ କାନାଡାରେ ହତ୍ୟା

ଅଟାଓ୍ବା,୧୬ା୭: ୧୯୮୫ ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତ ରିପୁଦମନ ସିଂ ମଲିକଙ୍କୁ କାନାଡାର ସରେଠାରେ ହତ୍ୟା କରାଯାଇଛି। ରିପୁଦମନଙ୍କ କାର୍‌ ଭିତରୁ ତାଙ୍କ ଗୁଳିବିଦ୍ଧ ମୃତଦେହକୁ ବ୍ରିଟିଶ କଲମ୍ବିଆ ପୋଲିସ ଜବତ କରିଛି। ୧୯୮୫ ଜୁନ୍‌ ୨୩ରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌-୧୮୨ କାନାଡାରୁ ଭାରତ ଆସୁଥିବାବେଳେ ଆୟର୍ଲାଣ୍ଡ ଉପକୂଳରେ ବିସ୍ଫୋରଣ ଘଟିଥିଲା। ଏଥିରେ ୩୨୯ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତ ଯାତ୍ରୀମାନଙ୍କ ମଧ୍ୟରୁ ଅଧିକାଂଶ ଭାରତୀୟ ବଂଶୋଦ୍ଭବ ଶିଖ୍‌ ସମୁଦାୟର ଥିଲେ। ଉକ୍ତ ବିମାନରେ ରିପୁଦମନ ବୋମା ଖଞ୍ଜିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ୨୦୦୫ରେ ରିପୁଦମନ ଦୋଷମୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସଲାଣ୍ଡ, ସ୍ବିଡେନ୍‌ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି

କୋପେନହାଗେନ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଡେନମାର୍କରେ ଆଇସଲାଣ୍ଡର ପ୍ରଧାନମନ୍ତ୍ରୀ କ୍ୟାଟ୍ରିନ ଜାକୋବସଡୋତିରଙ୍କୁ ଭେଟି ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଏଠାରେ...

ଅଣୁଅସ୍ତ୍ର ଭୟ ଦେଖାଇଲେ ପୁଟିନ୍‌

ଓ୍ବାର୍ସା,୨୬ା୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ ବିଶ୍ୱ ନେତାମାନଙ୍କୁ ଖୋଲାଖୋଲି ଭାବେ ଆଣବିକ ଅସ୍ତ୍ର ବ୍ୟବହାର କରିବାର ଭୟ ଦେଖାଇଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ...

ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି...

ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସୁସ୍ଥ ହେବା ପାଇଁ ସଂକ୍ରମିତଙ୍କୁ ବିଭିନ୍ନ ଆଣ୍ଟିବାୟୋଟିକ୍ସ୍‌ ଦିଆଯାଉଛି। ତେବେ ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌...

ରୁଷିଆ ଆକ୍ରମଣରେ ନଷ୍ଟ ହେଲାଣି ୟୁକ୍ରେନର ୭ ହସ୍ପିଟାଲ, ୧୦୪ କ୍ଷତିଗ୍ରସ୍ତ

କ୍ୱିଭ୍‌,୧୪ ।୩: ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରାଯାଇଛି । ଏହାରି ଭିତରେ ଦ କ୍ୱିଭ ଇଣ୍ଡିପେଣ୍ଡେଟର ରିପୋର୍ଟରୁ ଜଣାପଡିଛି କି...

ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ/କୈବ,୧୩।୯: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଭୋଲ୍ଡାୟମର ଜେଲେନ୍ସିକ୍‌ କହିଛନ୍ତି ଯେ, ରୁଷିଆ ସୈନ୍ୟ ବାହିନୀଙ୍କ ସଂଖ୍ୟା ୟୁକ୍ରେନ୍‌...

ରୁଷିଆକୁ ଚାରିଆଡୁ ଘେରିବାକୁ ନାଟୋର ଉଦ୍ୟମ

ବ୍ରୁସେଲଶ୍‌,୨୬।୨: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ପରେ ନାଟୋ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୟୁକ୍ରେନ ସଙ୍କଟକୁ ନଜରରେ ରଖି ଆମେରିକାର ରାଷ୍ଟ୍ରପତି ଜୋ...

ଆଣ୍ଟାର୍କଟିକାରେ ସଙ୍କଟ: ଗ୍ରେଟର ଲଣ୍ଡନ ଆକାରର ବିଶାଳ ହିମଖଣ୍ଡ ଭାଙ୍ଗି ଅଲଗା ହେଲା…

ଲଣ୍ଡନ,୨୪।୧ : ବ୍ରିଟେନର ଏକ ଅନୁସନ୍ଧାନ କେନ୍ଦ୍ର ଦ୍ୱାରା ନିକଟରେ ହୋଇଥିବା ଥିବା ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟାର୍କଟିକା ବରଫ ସେଲଫରୁ ଗ୍ରେଟର ଲଣ୍ଡନ ଆକାରର...

Advertisement
Archives

Model This Week