ଏୟାର ଇଣ୍ଡିଆ-ବୋଇଙ୍ଗ୍‌ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…

ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍‌ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ ବୋଲି ସେ କହିଛନ୍ତି। ଏୟାର ଇଣ୍ଡିଆ ୩୪ ଶହ କୋଟି ଡଲାରରେ ଏହି ବିମାନ କିଣିବ। ଏହା ସହିତ ୭୦ ଅନ୍ୟ ବିମାନ ମଧ୍ୟ କିଣାଯିବ। ଫଳରେ ମୋଟ ଚୁକ୍ତିର ପରିମାଣ ୪୫.୯ ଶହ କୋଟି ଡଲାର ହେବ ବୋଲି କୁହାଯାଉଛି।

ଏହି ଚୁକ୍ତି ଦ୍ୱାରା ଆମେରିକାର ୪୪ ରାଜ୍ୟରେ ୧୦ ଲକ୍ଷରୁ ଅଧକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ବାଇଡେନ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଏକ ଐତିହାସିକ କ୍ଷଣ ବୋଲି କହିଛନ୍ତି। ଦୁଇ ଦେଶ ନିର୍ମାଣ କ୍ଷେତ୍ରରେ ଆଗୁଆ ରହିଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri