Posted inଜାତୀୟ

୧୧ ବିମାନ ବାତିଲ କଲା ଏୟାର ଇଣ୍ଡିଆ, କାରଣ…

ନୂଆଦିଲ୍ଲୀ,୨୫ା୧୧: ଏୟାର ଇଣ୍ଡିଆର ୧୧ଟି ବିମାନ ବାତିଲ କରାଯାଇଛି। ଇଥିଓପିଆ ଜ୍ୱାଳାମୁଖୀ ପ୍ରଭାରୁ ଯାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଏୟାର ଇଣ୍ଡିଆ ଏପରି ବଡ଼ ନିଷ୍ପତ୍ତି ନେଇଛି। ୨୪ ଓ ୨୫ ତାରିଖରେ ମୋଟ୍‌ ୧୧ଟି ବିମାନ ବାତିଲ କରିଛି ଏୟାର ଇଣ୍ଡିଆ । AI 106- ନ୍ୟୁୟର୍କ-ଦିଲ୍ଲୀ, AI 102- ନ୍ୟୁୟର୍କ (JFK) ଦିଲ୍ଲୀ ବିମାନ ବାତିଲ ହୋଇଥିବାବେଳେ AI 2204- ଦୁବାଇ-ହାଇଦ୍ରାବାଦ, AI 2290- ଦୋହା-ମୁମ୍ବାଇ ବିମାନ ବାତିଲ ହୋଇଛି। ସେହିପରି AI 2212- ଦୁବାଇ-ଚେନ୍ନାଇ, AI 2284- ଦୋହା-ଦିଲ୍ଲୀ ବିମାନ ବାତିଲ ହୋଇଛି। AI 2822- ଚେନ୍ନାଇ-ମୁମ୍ବାଇ, AI 2466- ହାଇଦ୍ରାବାଦ-ଦିଲ୍ଲୀ ବିମାନ ବାତିଲ। -AI 2444/2445- ମୁମ୍ବାଇ-ହାଇଦ୍ରାବାଦ-ମୁମ୍ବାଇ ବିମାନ ବାତିଲ କରାଯାଇଥିବାବେଳେ AI 2471/2472- ମୁମ୍ବାଇ-କୋଲକାତା-ମୁମ୍ବାଇ ବିମାନ ମଧ୍ୟ ବାତିଲ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri