Posted inଜାତୀୟ

କେରଳରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାଗ୍ରସ୍ତ

ଥିରଭାନନ୍ତପୁରମ,୭।୮-କେରଳର କୋଝିକୋଡ ବିମାନ ବନ୍ଦରରେ ଶୁକ୍ରବାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁବାଇରୁ ୧୯୦ ଯାତ୍ରୀଙ୍କୁ ନେଇ କେରଳର କୋଝିକୋଡକୁ ଆସୁଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ଦୁର୍ଘଟଣାର ଶିକାର ହୋଇଛି। ସଂଧ୍ୟା ୭ଟା ୪୫ରେ ଏହି ଦୁର୍ଘଟଣା ଘଟିଥିବା ଏଏନଆଇ ପକ୍ଷରୁ ସୂଚନା ମିଳିଛି। କେରଳରେ ପ୍ରବଳ ବର୍ଷା ଜାରି ରହିଛି। ବିମାନଟି ଅବତରଣ କରିବା ବେଳେ ରନେଓ୍ନରେ ଚକ ସ୍ଲିପ କରିବାରୁ ଦୁର୍ଘଟଣା ହୋଇଥିବା ଆକଳନ କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଖବରଲେଖା ସୁଦ୍ଧା ମୃତାହତ ଏବଂ ଆହତଙ୍କ ବାବଦରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri