ସିଏଆର ଉଲ୍ଲଂଘନ ମାମଲାରେ ଏୟାର ଇଣ୍ଡିଆକୁ ୧୦ ଲକ୍ଷ ଜରିମାନା…

ନୂଆଦିଲ୍ଲୀ,୭।୧୧ : ସିଏଆର ଉଲ୍ଲଂଘନ ମାମଲାରେ ଏୟାର ଇଣ୍ଡିଆକୁ ୧୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଡିଜିସିଏ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ବେସାମରିକ ବିମାନ ଚଳାଚଳ ନିଗମ (ଡିଜିସିଏ) ବେସାମରିକ ବିମାନ ଚଳାଚଳ ଆବଶ୍ୟକତା (ସିଏଆର) ପୂରଣ ନ କରି ଥିବାରୁ ଏୟାର ଇଣ୍ଡିଆ ଉପରେ ଏହି ଜରିମାନା ଲାଗୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?