ବନ୍ଦେ ଭାରତରୁ ଏୟାର ଇଣ୍ଡିଆକୁ ୨୫୫୬ କୋଟି ରାଜସ୍ବ

ନୂଆଦିଲ୍ଲୀ,୧୭।୯: ଲକ୍‌ଡାଉନରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ଆରମ୍ଭ କରିଥିବା ‘ବନ୍ଦେ ଭାରତ ମିଶନ’ରେ ଏୟାର ଇଣ୍ଡିଆ ବିମାନ ସେବା ଯୋଗାଣ କରିଥିଲା। ଏହାଦ୍ୱାରା ଏୟାର ଇଣ୍ଡିଆକୁ ଅଗଷ୍ଟ ୩୧ ସୁଦ୍ଧା ୨,୫୫୬ କୋଟି ଟଙ୍କାର ରାଜସ୍ବ ମିଳିଥିବା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। କରୋନା ମହାମାରୀ ପାଇଁ ଅନ୍ତର୍ଜାତୀୟ ସେବା ଯୋଗାଣ କରୁଥିବା ନିୟମିତ ଫ୍ଲାଇଟ ବାତିଲ କରାଯାଇଛି। ହେଲେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ସରକାର ମେ ୬ରେ ବନ୍ଦେ ଭାରତ ଯୋଜନାରେ ସ୍ବତନ୍ତ୍ର ବିମାନ ସେବା ଆରମ୍ଭ କରିଥିଲେ। ଅଗଷ୍ଟ ୩୧ ସୁଦ୍ଧା ୧୧ ଲକ୍ଷ ଭାରତୀୟଙ୍କୁ ବିଦେଶରୁ ଫେରାଇ ଅଣାଯାଇଛି। ଏୟାର ଇଣ୍ଡିଆ ୪ ଲକ୍ଷ ଯାତ୍ରୀଙ୍କୁ ଏହି ସମୟରେ ସେବା ଯୋଗାଇ ଦେଇଛି। ସେହିଭଳି ଏୟାର ଇଣ୍ଡିଆ ଗ୍ରୁପ୍‌ ୧.୯ ଲକ୍ଷ ବିଦେଶୀ ନାଗରିକଙ୍କୁ ଭାରତରୁ ବିଦେଶକୁ ସେବା ଯୋଗାଇଦେଇଥିବା ପୁରୀ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri