Posted inଜାତୀୟ

ଅମୃତସରରୁ ଲଣ୍ଡନ ସିଧା ଉଡିବ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୬ ।୧: ଏୟାର ଇଣ୍ଡିଆ ପକ୍ଷରୁ ଅମୃତସରରୁ ଲଣ୍ଡନ ଓ ବର୍ମିହାମ ପାଇଁ ଅତିରିକ୍ତ ସିଧାସଳଖ ବିମାନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ଯାତ୍ରୀଙ୍କୁ ଲଣ୍ଡନ ଯିବା ପାଇଁ ପ୍ରଥମେ ଦିଲ୍ଲୀ ଯିବାକୁ ପଡୁଥିଲା । ଏହାପରେ ସେଠାରୁ ଲଣ୍ଡନ ପାଇଁ ବିମାନ ଧରିବାକୁ ପଡୁଥିଲା । ଏବେ ଏୟାର ଇଣ୍ଡିଆ ଅମୃତସରରୁ ଲଣ୍ଡନ ଓ ବର୍ମିହାମ ପାଇଁ ସିଧାସଳଖ ଉଡାଣ ଆରମ୍ଭ କରିବାକୁ ଯାଉଛି । ଏହାଦ୍ୱାରା ପଞ୍ଜାବବାସୀଙ୍କୁ ଲାଭ ହେବ ନିଶ୍ଚିତ । ରାଘବ କହିଛନ୍ତି ଯେ ସେ ଗତବର୍ଷ ୧୯ ଡିସେମ୍ବରରେ ସଂସଦର ଶୀତକାଳୀନ ଅଧିବେଶନରେ ଏ ସମ୍ପର୍କରେ ଦାବି କରିଥିଲେ । ଏହା ପୂର୍ବରୁ ଅଗଷ୍ଟ ୨୦୨୨ରେ ବି ସେ ବିମାନ ଚଳାଚଳ ମନ୍ତ୍ରୀଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିଥିଲେ । ରାଘବ ଚଢା ଲୋକ ସଭାରେ କହିଥିଲେ ପଞ୍ଜାବରେ ତ ଦୁଇଟି ଅନ୍ତର୍ଜାତୀୟ ବିମାନ ବନ୍ଦର ରହିଛି ହେଲେ ଏହା କେବଳ ନାମକୁ ମାତ୍ର ।


Enter your email to get our daily news in your inbox.

All Right Reserved By Dharitri.Com

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri