ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବି ଥିଲେ। ବିମାନରେ ହୋଇଥିବା ବିଭିନ୍ନ ସମସ୍ୟା ନେଇ ପ୍ରତିକ୍ରିୟା ରଖିଛନ୍ତି ଜୁଏଲ।

ଏୟାର ଇଣ୍ଡିଆର ଏକ ବିମାନ ରନଓ୍ବେରେ ୪ ଘଣ୍ଟା ଧରି ଫସି ରହିଥିବା ସୂଚନା ମିଳିଥିଲା। ବିମାନଟି ଦିଲ୍ଲୀରୁ ଭୁବନେଶ୍ୱର ଆସିବାର ଥିଲା। କିନ୍ତୁ ବିମାନଟି କେଉଁ କାରଣ ପାଇଁ ଟେକ୍‌ ଅଫ୍‌ କରି ପାରି ନ ଥିଲା, ସେ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର...

ପୁରୀ ଜଗନ୍ନାଥ ମନ୍ଦିର ରୀତିନୀତିର କପିରାଇଟ୍ କରିବେ ଓଡ଼ିଶା ସରକାର: ଗଜପତି ମହାରାଜ

ପୁରୀ,୧୩।୭: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପାରମ୍ପରିକ ରୀତିନୀତି ଓ ସାଂସ୍କୃତିକ ପରମ୍ପରାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶା ସରକାର ଏହାର କପିରାଇଟ୍ ପାଇଁ ପଦକ୍ଷେପ...

ଏସବୁ କୃଷକଙ୍କୁ ମିଳିବ ନାହିଁ ପିଏମ୍‌ କିଷାନର ଆଗାମୀ କିସ୍ତି! ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୧୩।୭: ଦେଶର କୋଟି କୋଟି କୃଷକ ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଜୁନରେ ଏହି ଟଙ୍କା ଆସିବାର ଥିଲା, ହେଲେ ଏଥର...

ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ...

କଙ୍ଗାରୁ କୋର୍ଟରେ ପୁଣି ଦିଆଗଲା ବଳଦ ଦଣ୍ଡ, ଗୋଟିଏ ବଂଶରେ ବାହାହେଲେ ବୋଲି…

ଭୁବନେଶ୍ୱର,୧୩ା୭: ରାୟଗଡ଼ା ଜିଲାର ଲକ୍ଷ୍ମୀପୁର ବ୍ଲକର ନାରାୟଣପାଟଣା ଅଞ୍ଚଳର ପେଦା ଇଟିଗି ଗାଁରେ ପୁଣି ଏକ କଙ୍ଗାରୁ କୋର୍ଟ ଘଟଣା ସାମ୍ନାକୁ ଆସିଛି। ଗାଁ ଦାଣ୍ଡରେ...

ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା...

ବାଲେଶ୍ୱରରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ମମତାଙ୍କ ପାର୍ଟି

ବାଲେଶ୍ୱର,୧୩ା୭: ବାଲେଶ୍ୱର ଜିଲାର ଫକୀର ମୋହନ (ସ୍ୱୟଂଶାସିତ) କଲେଜରେ ଏକ ଦ୍ୱିତୀୟ ବର୍ଷର ଇଣ୍ଟିଗ୍ରେଟେଡ୍ ବି.ଏଡ୍ ଛାତ୍ରୀ ଶନିବାର ନିଜ ଉପରେ କିରୋସିନ ଢାଳି ନିଆଁ...

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri