Odisha Elections 2024
Posted inଜାତୀୟ

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି ଏୟାରଲାଇନ୍ସ ୨୫ କ୍ୟାବିନ କ୍ରୁ ମେମ୍ବରଙ୍କୁ ବିଦା କରିଛି। ଯେଉଁମାନେ ଅସୁସ୍ଥତା ଥିବା ଛୁଟିରେ ଦର୍ଶାଇ ଛୁଟି ନେଇଥିଲେ ସେମାନଙ୍କୁ କମ୍ପାନୀ ବହିଷ୍କାର କରିଛି।

କହିରଖୁଛୁ କି, ବୁଧବାର ୩୦୦ରୁ ଅଧିକ କର୍ମଚାରୀ ସମୂହ ଛୁଟି ନେଇଥିଲେ। ସମସ୍ତେ ଅସୁସ୍ଥତା ଦର୍ଶାଇ ଛୁଟି ନେବା ସହ ନିଜ ମୋବାଇଲ ଫୋନ ସ୍ବିଚ ଅଫ କରିଦେଇଥିଲେ। ଯାହାଦ୍ୱାରା ବୁଧବାର ବହୁ ବିମାନ ଉଡାଣକୁ ବାତିଲ କରାଯାଇଥିଲା। ସେହିପରି ଗୁରୁବାର ଦିନ ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୦ରୁ ଅଧିକ ବିମାନ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri