ଆମେରିକା, ଲଣ୍ଡନ, ଦୋହାକୁ ଉଡ଼ିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୨।୧୦: ଏୟାର ଇଣ୍ଡିଆକୁ ଟାଟା ଗ୍ରୁପ୍‌ ଅଧିଗ୍ରହଣ କରିବା ପରେ ଅନେକ ବଡ଼ ପରିବର୍ତ୍ତନ କରାଯାଉଛି। ଏପରିକି ଚଳିତ ବର୍ଷ ଅକ୍ଟୋବର ୩୦ରୁ ଦେଶର ପ୍ରମୁଖ ସହରରୁ ଅନେକ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଆମେରିକା, ଦୋହା ଏବଂ ଲଣ୍ଡନ ଭଳି ଦେଶ ପାଇଁ ଅନେକ ନୂଆ ବିମାନ ସେବା ମଧ୍ୟ ଆରମ୍ଭ ହେବ। ବିଶେଷ କରି ହାଇଦ୍ରାବାଦ ଏବଂ ଚେନ୍ନାଇରୁ ଦୋହାକୁ ୨୦ଟି ସାପ୍ତାହିକ ବିମାନ ଉଡ଼ାଣ ଆରମ୍ଭ କରିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏୟାର ଇଣ୍ଡିଆ ଅହମ୍ମଦାବାଦ, ଅମୃତସର, କୋଚି, ହାଇଦ୍ରାବାଦ, ଗୋଆ, ଦିଲ୍ଲୀ, ମୁମ୍ବାଇ ଆଦିରୁ ଲଣ୍ଡନ ଅଭିମୁଖେ ବିମାନ ସେବା ଆରମ୍ଭ କରିବାକୁ ଘୋଷଣା କରିଛି। ଭାରତରୁ ଆମେରିକା ପାଇଁ ୪୦ଟି ବିମାନ ଓ ଲଣ୍ଡନ ପାଇଁ ୪୨ଟି ନୂଆ ବିମାନ ସେବା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri