Posted inଜାତୀୟ

ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍‌ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ସ୍ଥିର ହୋଇଛି।

ଆଗାମୀ ୩ ଦିନରେ ଭାରତୀୟଙ୍କ ଏୟାର ଲିଫ୍ଟ ଲାଗି ୨୬ ଉଡ଼ାଣ କରାଯିବ ବୋଲି ଭାରତୀୟ ବହିର୍ବ୍ୟାପାର ସଚିବ ହର୍ଷ ଶୃଙ୍ଗଳା ସୂଚନା ପ୍ରଦାନ କରିଛନ୍ତି। ବୁକାରେଷ୍ଟ, ବୁଦ୍ଧାପେଷ୍ଟ ସହିତ ପୋଲାଣ୍ଡ ଏବଂ ସ୍ଲୋଭାକିଆର ସହାୟତା ନିଆଯିବ ବୋଲି ସେ କହିଛନ୍ତି।

ଆଡଭାଇଜରୀ ଜାରି ହେବା ପରେ ଇତଧ୍ୟରେ ୧୨ ହଜାର ଛାତ୍ରୀଛାତ୍ର ତଥା ଭାରତୀୟ ନାଗରିକ ୟୁକ୍ରେନ୍‌ ଛାଡି ସୁରକ୍ଷିତ ସ୍ଥାନକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri