Posted inଜାତୀୟ

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ କଲେ ପ୍ରଦୂଷଣକାରୀଙ୍କୁ କୋଟିଏ ଟଙ୍କା ଜରିମାନା ଏବଂ ୫ ବର୍ଷ ଜେଲଦଣ୍ଡାଦେଶ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଏନେଇ ସରକାରଙ୍କ ପକ୍ଷରୁ ପରିବେଶ ପ୍ରଦୂଷଣ ନିବାରଣ ଏବଂ ନିୟନ୍ତ୍ରଣ କର୍ତ୍ତୃପକ୍ଷ(ଇପିସିଏ) ଗଠନ କରିଛନ୍ତି। ଇପିସିଏ ନିଷ୍ପତ୍ତିକୁ କେବଳ ଜାତୀୟ ସବୁଜ ପ୍ରାଧିକରଣ(ଏନ୍‌ଜିଟି)ରେ ଚ୍ୟାଲେଞ୍ଜ୍‌ କରାଯାଇପାରିବ। ଇପିସିଏ ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ପ୍ରଦୂଷଣସ୍ତର ଯାଞ୍ଚ୍‌ କରିବା ସହିତ ହରିୟାଣା, ପଞ୍ଜାବ, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶର ବାୟୁ ପ୍ରଦୂଷଣସ୍ତରର ତଦାରଖ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri